ମାଥିଉ 20:26 - ଓଡିଆ ବାଇବେଲ26 ତୁମ୍ଭମାନଙ୍କ ମଧ୍ୟରେ ସେପ୍ରକାର ନୁହେଁ, କିନ୍ତୁ ତୁମ୍ଭମାନଙ୍କ ମଧ୍ୟରେ ଯେ କେହି ମହାନ ହେବାକୁ ଇଚ୍ଛା କରେ, ସେ ତୁମ୍ଭମାନଙ୍କର ସେବକ ହେଉ, Viz kapitolaପବିତ୍ର ବାଇବଲ (Re-edited) - (BSI)26 ତୁମ୍ଭମାନଙ୍କ ମଧ୍ୟରେ ସେ ପ୍ରକାର ନୁହେଁ, କିନ୍ତୁ ତୁମ୍ଭମାନଙ୍କ ମଧ୍ୟରେ ଯେ କେହି ମହାନ୍ ହେବାକୁ ଇଚ୍ଛା କରେ, ସେ ତୁମ୍ଭମାନଙ୍କର ସେବକ ହେଉ,ଣଣପ୍ର.ପିତ. ୫:୩ Viz kapitolaପବିତ୍ର ବାଇବଲ (CL) NT (BSI)26 କିନ୍ତୁ ତୁମେ ଏହି ନୀତି ଅନୁସରଣ କରିବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ତୁମ୍ଭମାନଙ୍କ ମଧ୍ୟରେ ସେପ୍ରକାର ନୁହେଁ, କିନ୍ତୁ ତୁମ୍ଭମାନଙ୍କ ମଧ୍ୟରେ ଯେ କେହି ମହାନ ହେବାକୁ ଇଚ୍ଛା କରେ, ସେ ତୁମ୍ଭମାନଙ୍କର ସେବକ ହେଉ, Viz kapitolaପବିତ୍ର ବାଇବଲ26 କିନ୍ତୁ ତୁମ୍ଭମାନଙ୍କ କ୍ଷେତ୍ରରେ ସେହିଭଳି ହେବ ନାହିଁ। ତୁମ୍ଭ ଭିତରୁ ଯଦି କେହି ବଡ଼ ହେବାକୁ ଇଚ୍ଛା କରୁଛି, ତେବେ ସେ ଜଣେ ସେବକ ଭଳି ତୁମ୍ଭମାନଙ୍କର ସେବା କରିବ। Viz kapitola |