Online Bible

- Reklamy -




ମାଥିଉ 20:29 - ଓଡିଆ ବାଇବେଲ

29 ସେମାନେ ଯିରୀହୋରୁ ବାହାରିବା ସମୟରେ ବହୁସଂଖ୍ୟକ ଲୋକ ତାହାଙ୍କର ପଛେ ପଛେ ଗଲେ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

29 ସେମାନେ ଯିରୀଖୋରୁ ବାହାରିଯିବା ସମୟରେ ବହୁସଂଖ୍ୟକ ଲୋକ ତାହାଙ୍କର ପଛେ ପଛେ ଗଲେ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

29 ଦିନେ ଯୀଶୁ ଶିଷ୍ୟମାନଙ୍କ ସହିତ ଯିରୀହୋ ସହର ଛାଡ଼ି ଯିବାବେଳେ ଅନେକ ଲେଶକ ତାଙ୍କ ପଛେ ପଛେ ଚାଲିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ସେମାନେ ଯିରୀହୋରୁ ପ୍ରସ୍ଥାନ କରିବା ସମୟରେ ବହୁସଂଖ୍ୟକ ଲୋକ ତାହାଙ୍କର ପଛେ ପଛେ ଗଲେ।

Viz kapitola kopírovat

ପବିତ୍ର ବାଇବଲ

29 ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଯିରୀଖୋରୁ ଗଲାବେଳେ ବହୁ ସଂଖ୍ୟାରେ ଲୋକମାନେ ଯୀଶୁଙ୍କୁ ଅନୁସରଣ କରିବାକୁ ଲାଗିଲେ।

Viz kapitola kopírovat




ମାଥିଉ 20:29

Následuj nás:

Reklamy


Reklamy