ମାଥିଉ 20:3 - ଓଡିଆ ବାଇବେଲ3 ପୁଣି, ପ୍ରାୟ ନଅଟା ସମୟରେ ବାହାରିଯାଇ ବଜାରରେ ଅନ୍ୟମାନଙ୍କୁ ନିଷ୍କର୍ମା ହୋଇ ଠିଆ ହୋଇଥିବା ଦେଖି ସେମାନଙ୍କୁ ମଧ୍ୟ କହିଲେ, Viz kapitolaପବିତ୍ର ବାଇବଲ (Re-edited) - (BSI)3 ପୁଣି, ପ୍ରାୟ ନଅଟା ସମୟରେ ସେ ବାହାରିଯାଇ ବଜାରରେ ଅନ୍ୟମାନଙ୍କୁ ନିଷ୍କର୍ମା ହୋଇ ଠିଆ ହୋଇଥିବା ଦେଖି ସେମାନଙ୍କୁ ମଧ୍ୟ କହିଲେ, Viz kapitolaପବିତ୍ର ବାଇବଲ (CL) NT (BSI)3 ତା’ପରେ ଦିନ ନଅଟାବେଳେ ବଜାରକୁ ଯାଇ ଦେଖିଲା, ଦଳେ ଲୋକ ନିଷ୍କର୍ମା ହୋଇ ଠିଆ ହୋଇଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି, ପ୍ରାୟ ନଅଟା ସମୟରେ ବାହାରିଯାଇ ବଜାରରେ ଅନ୍ୟମାନଙ୍କୁ ନିଷ୍କର୍ମା ହୋଇ ଠିଆ ହୋଇଥିବା ଦେଖି ସେମାନଙ୍କୁ ମଧ୍ୟ କହିଲେ, Viz kapitolaପବିତ୍ର ବାଇବଲ3 “ପ୍ରାୟ ନଅଟା ବେଳେ ସେ ବଜାର ଆଡ଼କୁ ଗଲେ ଓ ସେଠାରେ କେତେକ ଶ୍ରମିକଙ୍କୁ ଠିଆ ହୋଇଥିବାର ଦେଖିଲେ। ସେମାନଙ୍କ ପାଖରେ କିଛି କାମ ନ ଥିଲା। Viz kapitola |