ମାଥିଉ 20:32 - ଓଡିଆ ବାଇବେଲ32 ସେଥିରେ ଯୀଶୁ ଠିଆ ହୋଇ ସେମାନଙ୍କୁ ଡାକି ପଚାରିଲେ, ମୁଁ ତୁମ୍ଭମାନଙ୍କ ପାଇଁ କ'ଣ କରିବି ବୋଲି ତୁମ୍ଭେମାନେ ଇଚ୍ଛା କରୁଅଛ ? Viz kapitolaପବିତ୍ର ବାଇବଲ (Re-edited) - (BSI)32 ସେଥିରେ ଯୀଶୁ ଠିଆ ହୋଇ ସେମାନଙ୍କୁ ଡାକି ପଚାରିଲେ, ମୁଁ ତୁମ୍ଭମାନଙ୍କ ପାଇଁ କଅଣ କରିବି ବୋଲି ତୁମ୍ଭେମାନେ ଇଚ୍ଛା କରୁଅଛ? Viz kapitolaପବିତ୍ର ବାଇବଲ (CL) NT (BSI)32 ଯୀଶୁ ସେଠାରେ ଠିଆହୋଇ ସେମାନଙ୍କୁ ଡ଼ାକି ପଚାରିଲେ, “ମୁଁ ତୁମ୍ଭମାନଙ୍କ ପାଇଁ କ’ଣ କରିବି ବୋଲି ଚାହୁଁଛ?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ସେଥିରେ ଯୀଶୁ ଠିଆ ହୋଇ ସେମାନଙ୍କୁ ଡାକି ପଚାରିଲେ, “ମୁଁ ତୁମ୍ଭମାନଙ୍କ ପାଇଁ କଅଣ କରିବି ବୋଲି ତୁମ୍ଭେମାନେ ଇଚ୍ଛା କରୁଅଛ?” Viz kapitolaପବିତ୍ର ବାଇବଲ32 ଯୀଶୁ ରହିଗଲେ, ଦୁଇଜଣଙ୍କୁ ଡାକିଲେ ଓ ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କ ପାଇଁ କ’ଣ କରିବି ବୋଲି ତୁମ୍ଭେ ଗ୍ଭହୁଁଛ?” Viz kapitola |