Online Bible

- Reklamy -




ମାଥିଉ 20:34 - ଓଡିଆ ବାଇବେଲ

34 ଆଉ ଯୀଶୁ ଦୟାରେ ବିଗଳିତ ହୋଇ ସେମାନଙ୍କର ଚକ୍ଷୁ ସ୍ପର୍ଶ କଲେ ଓ ସେହିକ୍ଷଣି ସେମାନେ ଦେଖି ପାରିଲେ ଓ ଯୀଶୁଙ୍କ ପଛେ ପଛେ ଚାଲିବାକୁ ଲାଗିଲେ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

34 ଆଉ, ଯୀଶୁ ଦୟାରେ ବିଗଳିତ ହୋଇ ସେମାନଙ୍କର ଚକ୍ଷୁ ସ୍ପର୍ଶ କଲେ ଓ ତତ୍କ୍ଷଣାତ୍ ସେମାନେ ଦୃଷ୍ଟି ପାଇ ତାହାଙ୍କ ପଛେ ପଛେ ଚାଲିବାକୁ ଲାଗିଲେ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

34 ଯୀଶୁ ଦୟାରେ ବିଗଳିତ ହୋଇ ସେମାନଙ୍କର ଚକ୍ଷୁ ସ୍ପର୍ଶ କଲେ। ସଙ୍ଗେ ସଙ୍ଗେ ସେମାନେ ଦୃଷ୍ଟି ଶକ୍ତି ପାଇଲେ ଏବଂ ଯୀଶୁଙ୍କ ପଛେ ପଛେ ଚାଲିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ଆଉ ଯୀଶୁ ଦୟାରେ ବିଗଳିତ ହୋଇ ସେମାନଙ୍କର ଚକ୍ଷୁ ସ୍ପର୍ଶ କଲେ ଓ ସେହିକ୍ଷଣି ସେମାନେ ଦେଖି ପାରିଲେ ଓ ଯୀଶୁଙ୍କ ପଛେ ପଛେ ଚାଲିବାକୁ ଲାଗିଲେ।

Viz kapitola kopírovat

ପବିତ୍ର ବାଇବଲ

34 ଯୀଶୁଙ୍କ ମନରେ ସେମାନଙ୍କ ପାଇଁ ଦୟା ଆସିଲା। ସେ ସେମାନଙ୍କର ଆଖି ଛୁଇଁଦେଲେ, ଓ ସେମାନେ ତୁରନ୍ତ ଦେଖି ପାରିଲେ। ତା'ପରେ ସେମାନେ ଯୀଶୁଙ୍କୁ ଅନୁସରଣ କଲେ।

Viz kapitola kopírovat




ମାଥିଉ 20:34

Následuj nás:

Reklamy


Reklamy