ମାଥିଉ 20:7 - ଓଡିଆ ବାଇବେଲ7 ସେମାନେ ତାହାଙ୍କୁ କହିଲେ, କାରଣ କେହି ଆମ୍ଭମାନଙ୍କୁ ମୂଲ ଲଗାଇ ନାହାଁନ୍ତି । ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ମଧ୍ୟ ଦ୍ରାକ୍ଷାକ୍ଷେତ୍ରକୁ ଯାଅ । Viz kapitolaପବିତ୍ର ବାଇବଲ (Re-edited) - (BSI)7 ସେମାନେ ତାହାଙ୍କୁ କହିଲେ, କାରଣ କେହି ଆମ୍ଭମାନଙ୍କୁ ମୂଲ ଲଗାଇ ନାହାନ୍ତି। ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ମଧ୍ୟ ଦ୍ରାକ୍ଷାକ୍ଷେତ୍ରକୁ ଯାଅ। Viz kapitolaପବିତ୍ର ବାଇବଲ (CL) NT (BSI)7 ସେମାନେ ଉତ୍ତର ଦେଲେ, ‘କେହି ତ ଆମକୁ କାମରେ ଲଗାଇ ନାହାନ୍ତି।’ ସେ ସେମାନଙ୍କୁ କହିଲା, ‘ଆଚ୍ଛା, ତେବେ ତୁମେ ସବୁ ମୋ’ ଦ୍ରାକ୍ଷା କ୍ଷେତକୁ ଯାଇ କାମ କର।’ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସେମାନେ ତାହାଙ୍କୁ କହିଲେ, ‘କାରଣ କେହି ଆମ୍ଭମାନଙ୍କୁ ମୂଲ ଲଗାଇ ନାହାନ୍ତି।’ ସେ ସେମାନଙ୍କୁ କହିଲେ, ‘ତୁମ୍ଭେମାନେ ମଧ୍ୟ ଦ୍ରାକ୍ଷାକ୍ଷେତ୍ରକୁ ଯାଅ।’ Viz kapitolaପବିତ୍ର ବାଇବଲ7 “ସେମାନେ କହିଲେ, ‘ଆମ୍ଭକୁ କେହି ମଜୁରୀ ଦେଇ କାମ କରିବାକୁ ଡାକି ନାହାନ୍ତି।’ “ଜମିଦାର ଜଣକ ସେମାନଙ୍କୁ କହିଲେ, ‘ତୁମ୍ଭେମାନେ ମଧ୍ୟ ଯାଇ ମୋର ଦ୍ରାକ୍ଷାବଗିଗ୍ଭରେ କାମ କର।’ Viz kapitola |