ମାଥିଉ 20:8 - ଓଡିଆ ବାଇବେଲ8 ପରେ ସନ୍ଧ୍ୟା ହୁଅନ୍ତେ ଦ୍ରାକ୍ଷାକ୍ଷେତ୍ରର ଅଧିକାରୀ ଆପଣା ବେବର୍ତ୍ତାଙ୍କୁ କହିଲେ, ମୂଲିଆମାନଙ୍କୁ ଡାକି ଶେଷ ଲୋକମାନଙ୍କଠାରୁ ଆରମ୍ଭ କରି ପ୍ରଥମ ଲୋକମାନଙ୍କ ପର୍ଯ୍ୟନ୍ତ ମୂଲ ଦିଅ । Viz kapitolaପବିତ୍ର ବାଇବଲ (Re-edited) - (BSI)8 ପରେ ସନ୍ଧ୍ୟା ହୁଅନ୍ତେ, ଦ୍ରାକ୍ଷାକ୍ଷେତ୍ରର କର୍ତ୍ତା ଆପଣା ବେବର୍ତ୍ତାଙ୍କୁ କହିଲେ, ମୂଲିଆମାନଙ୍କୁ ଡାକି ଶେଷ ଲୋକମାନଙ୍କଠାରୁ ଆରମ୍ଭ କରି ପ୍ରଥମ ଲୋକମାନଙ୍କ ପର୍ଯ୍ୟନ୍ତ ମୂଲ ଦିଅ। Viz kapitolaପବିତ୍ର ବାଇବଲ (CL) NT (BSI)8 “ସେଦିନ ସନ୍ଧ୍ୟାବେଳେ କ୍ଷେତ ମାଲିକ ଗୁମସ୍ତାକୁ କହିଲା, ‘ମୂଲିଆମାନଙ୍କୁ ଡ଼ାକ। ଯେଉଁମାନେ ସମସ୍ତଙ୍କଠାରୁ ପଛରେ କାମ ଆରମ୍ଭ କରିଛନ୍ତି, ଆଗେ ସେମାନଙ୍କ ମଜୁରୀ ଦେଇ ଦିଅ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପରେ ସନ୍ଧ୍ୟା ହୁଅନ୍ତେ ଦ୍ରାକ୍ଷାକ୍ଷେତ୍ରର କର୍ତ୍ତା ଆପଣା ବେବର୍ତ୍ତାଙ୍କୁ କହିଲେ, ‘ମୂଲିଆମାନଙ୍କୁ ଡାକି ଶେଷ ଲୋକମାନଙ୍କଠାରୁ ଆରମ୍ଭ କରି ପ୍ରଥମ ଲୋକମାନଙ୍କ ପର୍ଯ୍ୟନ୍ତ ମୂଲ ଦିଅ।’ Viz kapitolaପବିତ୍ର ବାଇବଲ8 “ସନ୍ଧ୍ୟା ହେବାରୁ ଦ୍ରାକ୍ଷାବଗିଗ୍ଭର ଜମିଦାର ତାହାଙ୍କ ଗୁମାସ୍ତାଙ୍କୁ ଡାକି କହିଲେ, ‘ଶ୍ରମିକମାନଙ୍କୁ ଡାକ। ମୁଁ ଯେଉଁମାନଙ୍କୁ ଶେଷରେ କାମରେ ଲଗାଇଲି ସେହି ଶ୍ରମିକମାନଙ୍କଠାରୁ ପ୍ରଥମେ ମଜୁରୀ ଦେବା ଆରମ୍ଭ କର। ସର୍ବ ଶେଷରେ ପ୍ରଥମେ କାମକୁ ଆସିଥିବା ଶ୍ରମିକମାନଙ୍କୁ ମଜୁରୀ ଦିଅ।’ Viz kapitola |