Online Bible

- Reklamy -




ମାଥିଉ 21:17 - ଓଡିଆ ବାଇବେଲ

17 ଆଉ, ସେ ସେମାନଙ୍କୁ ଛାଡ଼ିଦେଇ ନଗରରୁ ବାହାରି ବେଥନିଆକୁ ଯାଇ ସେଠାରେ ରାତି କଟାଇଲେ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ଆଉ, ସେ ସେମାନଙ୍କୁ ପରିତ୍ୟାଗ କରି ନଗରରୁ ବାହାରି ବେଥନୀୟାକୁ ଯାଇ ସେଠାରେ ରାତ୍ରି ଯାପନ କଲେ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

17 ଏହା କହି ଯୀଶୁ ସେମାନଙ୍କୁ ଛାଡ଼ି ଯିରୂଶାଲମରୁ ବେଥନିକୁ ଗଲେ। ସେଠାରେ ସେ ରାତିଟା ବିତାଇ ଦେଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଆଉ, ସେ ସେମାନଙ୍କୁ ଛାଡ଼ିଦେଇ ଯିରୂଶାଲମ ସହରରୁ ବାହାରି ବେଥନୀୟାକୁ ଯାଇ ସେଠାରେ ରାତି କଟାଇଲେ।

Viz kapitola kopírovat

ପବିତ୍ର ବାଇବଲ

17 ତା'ପରେ ଯୀଶୁ ସେ ସ୍ଥାନ ଓ ନଗରରୁ ବାହାରକୁ ଗ୍ଭଲିଗଲେ। ସେ ବେଥନୀୟାକୁ ଗ୍ଭଲିଗଲେ ଓ ସେଠାରେ ରାତିଟି କଟାଇଲେ।

Viz kapitola kopírovat




ମାଥିଉ 21:17

Následuj nás:

Reklamy


Reklamy