ମାଥିଉ 21:24 - ଓଡିଆ ବାଇବେଲ24 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୁଁ ମଧ୍ୟ ତୁମ୍ଭମାନଙ୍କୁ ଗୋଟିଏ କଥା ପଚାରିବି, ଯଦି ତୁମ୍ଭେମାନେ ମୋତେ ତାହା କହିବ, ତେବେ କେଉଁ ଅଧିକାରରେ ମୁଁ ଏହି ସମସ୍ତ କରୁଅଛି, ତାହା ମୁଁ ମଧ୍ୟ ତୁମ୍ଭମାନଙ୍କୁ କହିବି । Viz kapitolaପବିତ୍ର ବାଇବଲ (Re-edited) - (BSI)24 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୁଁ ମଧ୍ୟ ତୁମ୍ଭମାନଙ୍କୁ ଗୋଟିଏ କଥା ପଚାରିବି, ଯଦି ତୁମ୍ଭେମାନେ ମୋତେ ତାହା କହିବ, ତେବେ କେଉଁ ଅଧିକାରରେ ମୁଁ ଏହିସମସ୍ତ କରୁଅଛି, ତାହା ମୁଁ ମଧ୍ୟ ତୁମ୍ଭମାନଙ୍କୁ କହିବି। Viz kapitolaପବିତ୍ର ବାଇବଲ (CL) NT (BSI)24 ଯୀଶୁ ଉତ୍ତର ଦେଲେ, “ମୁଁ ତୁମ୍ଭମାନଙ୍କୁ କେବଳ ଗୋଟିଏ ପ୍ରଶ୍ନ ପଚାରିବି। ତାହାର ଉତ୍ତର ଦେଇ ପାରିଲେ, ମୁଁ କେଉଁ ଅଧିକାରରେ ଏସବୁ କାମ କରୁଛି, ତୁମକୁ କହିବି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୁଁ ମଧ୍ୟ ତୁମ୍ଭମାନଙ୍କୁ ଗୋଟିଏ କଥା ପଚାରିବି, ଯଦି ତୁମ୍ଭେମାନେ ମୋତେ ତାହା କହିବ, ତେବେ କେଉଁ ଅଧିକାରରେ ମୁଁ ଏହି ସମସ୍ତ କରୁଅଛି, ତାହା ମୁଁ ମଧ୍ୟ ତୁମ୍ଭମାନଙ୍କୁ କହିବି। Viz kapitolaପବିତ୍ର ବାଇବଲ24 ଯୀଶୁ ଉତ୍ତର ଦେଲେ, “ମୁଁ ମଧ୍ୟ ତୁମ୍ଭମାନଙ୍କୁ ଗୋଟିଏ ପ୍ରଶ୍ନ ପଗ୍ଭରିବି। ତୁମ୍ଭେମାନେ ଯଦି ମୋ’ ପ୍ରଶ୍ନର ଉତ୍ତର ଦେଇ ପାରିବ, ତେବେ ମୁଁ କହିବି ଯେ ଏଭଳି କାମ କରିବାକୁ ମୋର କେଉଁ ଅଧିକାର ରହିଛି। Viz kapitola |