ମାଥିଉ 21:25 - ଓଡିଆ ବାଇବେଲ25 ଯୋହନଙ୍କର ବାପ୍ତିସ୍ମ କେଉଁଠାରୁ ହୋଇଥିଲା ? ସ୍ୱର୍ଗରୁ ବା ମନୁଷ୍ୟଠାରୁ ? ସେଥିରେ ସେମାନେ ପରସ୍ପର ତର୍କବିତର୍କ କରି କହିବାକୁ ଲାଗିଲେ, ଯଦି ସ୍ୱର୍ଗରୁ ବୋଲି କହିବୁ, ତାହାହେଲେ ସେ ଆମ୍ଭମାନଙ୍କୁ କହିବେ, ତେବେ ତୁମ୍ଭେମାନେ କାହିଁକି ତାହାଙ୍କୁ ବିଶ୍ୱାସ କଲ ନାହିଁ ? Viz kapitolaପବିତ୍ର ବାଇବଲ (Re-edited) - (BSI)25 ଯୋହନଙ୍କରବାପ୍ତିସ୍ମ କେଉଁଠାରୁ ହୋଇଥିଲା? ସ୍ଵର୍ଗରୁ ବା ମନୁଷ୍ୟଠାରୁ? ସେଥିରେ ସେମାନେ ପରସ୍ପର ତର୍କବିତର୍କ କରି କହିବାକୁ ଲାଗିଲେ, ଯଦି ସ୍ଵର୍ଗରୁ ବୋଲି କହିବୁ, ତାହା ହେଲେ ସେ ଆମ୍ଭମାନଙ୍କୁ କହିବେ, ତେବେ ତୁମ୍ଭେମାନେ କାହିଁକି ତାଙ୍କୁ ବିଶ୍ଵାସ କଲ ନାହିଁ? Viz kapitolaପବିତ୍ର ବାଇବଲ (CL) NT (BSI)25 ଜଳଦୀକ୍ଷା ଦେବା ଅଧିକାର ଯୋହନ କାହାଠାରୁ ପାଇଥିଲେ? ଈଶ୍ୱରଙ୍କଠାରୁ ନା ମନୁଷ୍ୟଠାରୁ?” ସେମାନେ ପରସ୍ପର ଭିତରେ ଆଲୋଚନା କଲେ, “ଏ ବିଷୟରେ କ’ଣ କହିବା? ଯଦି କହିବା ଈଶ୍ୱରଙ୍କଠାରୁ, ତେବେ ଯୋହନଙ୍କୁ କାହିଁକି ବିଶ୍ୱାସ କରୁ ନାହଁ ବୋଲି ସେ ଆମ୍ଭମାନଙ୍କୁ ପଚାରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଯୋହନଙ୍କର ବାପ୍ତିସ୍ମ କେଉଁଠାରୁ ହୋଇଥିଲା? ସ୍ୱର୍ଗରୁ ବା ମନୁଷ୍ୟଠାରୁ?” ସେଥିରେ ସେମାନେ ପରସ୍ପର ତର୍କବିତର୍କ କରି କହିବାକୁ ଲାଗିଲେ, ଯଦି ସ୍ୱର୍ଗରୁ ବୋଲି କହିବୁ, ତାହାହେଲେ ସେ ଆମ୍ଭମାନଙ୍କୁ କହିବେ, ତେବେ ତୁମ୍ଭେମାନେ କାହିଁକି ତାହାଙ୍କୁ ବିଶ୍ୱାସ କଲ ନାହିଁ? Viz kapitolaପବିତ୍ର ବାଇବଲ25 କୁହ, ଯୋହନଙ୍କ ବାପ୍ତିସ୍ମ କେଉଁଠାରୁ ଆସିଥିଲା?” ପରମେଶ୍ୱରଙ୍କ ପାଖରୁ ନା ମଣିଷ ପାଖରୁ?” ମୁଖ୍ୟ ଯାଜକ ଓ ପ୍ରାଚୀନ ନେତାମାନେ ଯୀଶୁଙ୍କ ପ୍ରଶ୍ନ ବିଷୟରେ ଆଲୋଚନା କଲେ।” ସେମାନେ ନିଜ ନିଜ ଭିତରେ କୁହାକୁହି ହେଲେ, ‘ଆମ୍ଭେ ଯଦି କହିବା ଯେ ଯୋହନଙ୍କ ବାପ୍ତିସ୍ମ ପରମେଶ୍ୱରଙ୍କଠାରୁ ଆସିଥିଲା,’ ତେବେ ଯୀଶୁ ପଗ୍ଭରିବେ, ‘ତେବେ ଯୋହନଙ୍କୁ ତୁମ୍ଭେମାନେ କାହିଁକି ବିଶ୍ୱାସ କଲ ନାହିଁ?’ Viz kapitola |