ମାଥିଉ 21:26 - ଓଡିଆ ବାଇବେଲ26 କିନ୍ତୁ ଯଦି ମନୁଷ୍ୟଠାରୁ ବୋଲି କହିବୁ, ତେବେ ଲୋକସମୂହକୁ ତ ଭୟ! କାରଣ ସମସ୍ତେ ଯୋହନଙ୍କୁ ଭାବବାଦୀ ବୋଲି ମାନନ୍ତି । Viz kapitolaପବିତ୍ର ବାଇବଲ (Re-edited) - (BSI)26 କିନ୍ତୁ ଯଦି ମନୁଷ୍ୟଠାରୁ ବୋଲି କହିବୁ, ତେବେ ଲୋକସମୂହକୁ ତ ଭୟ ! କାରଣ ସମସ୍ତେ ଯୋହନଙ୍କୁ ଭାବବାଦୀ ବୋଲି ମାନନ୍ତି। Viz kapitolaପବିତ୍ର ବାଇବଲ (CL) NT (BSI)26 ମନୁଷ୍ୟଠାରୁ ବୋଲି ଯଦି କହିବା, ତେବେ ଲୋକମାନଙ୍କୁ ଆମର ଭୟ ହେଉଛି, କାରଣ ଯୋହନ ଜଣେ ଭାବବାଦୀ ବୋଲି ସେମାନେ ବିଶ୍ୱାସ କରୁଛନ୍ତି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 କିନ୍ତୁ ଯଦି ମନୁଷ୍ୟଠାରୁ ବୋଲି କହିବୁ, ତେବେ ଲୋକସମୂହକୁ ତ ଭୟ! କାରଣ ସମସ୍ତେ ଯୋହନଙ୍କୁ ଭାବବାଦୀ ବୋଲି ମାନନ୍ତି। Viz kapitolaପବିତ୍ର ବାଇବଲ26 କିନ୍ତୁ ଆମ୍ଭେ ଯଦି କହିବା, ‘ଏହା ମନୁଷ୍ୟ ପାଖରୁ ଆସିଛି,’ ତେବେ ଏଠାରେ ଜମା ହୋଇଥିବା ଲୋକେ ଆମ୍ଭ ଉପରେ ରାଗିଯିବେ। ଆମ୍ଭେମାନେ ଏ ଲୋକମାନଙ୍କୁ ଭୟ କରୁଛୁ। କାରଣ ସେମାନେ ସମସ୍ତେ ଯୋହନଙ୍କୁ ଭବିଷ୍ୟଦ୍ବକ୍ତା ରୂପେ ବିଶ୍ୱାସ କରନ୍ତି।” Viz kapitola |