Online Bible

- Reklamy -




ମାଥିଉ 22:17 - ଓଡିଆ ବାଇବେଲ

17 ଅତଏବ ଆମ୍ଭମାନଙ୍କୁ କୁହନ୍ତୁ, ଆପଣଙ୍କର ମତ କ'ଣ ? କାଇସରଙ୍କୁ କର ଦେବା ବିଧିସଙ୍ଗତ କି ନୁହେଁ ?

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ଅତଏବ ଆମ୍ଭମାନଙ୍କୁ କୁହନ୍ତୁ, ଆପଣଙ୍କର ମତ କଅ? କାଇସରଙ୍କୁ କର ଦେବା ବିଧିସଙ୍ଗତ କି ନା?

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

17 ତେବେ କହନ୍ତୁ, ଏ ବିଷୟରେ ଆପଣଙ୍କର ମତ କଅଣ? ରୋମ୍ ସମ୍ରାଟଙ୍କୁ କର ଦେବା ଆମ ଧର୍ମଶାସ୍ତ୍ର ବ୍ୟବସ୍ଥା ଅନୁସାରେ ଉଚିତ୍ ନା ଅନୁଚିତ୍?”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଅତଏବ ଆମ୍ଭମାନଙ୍କୁ କୁହନ୍ତୁ, ଆପଣଙ୍କର ମତ କଅଣ? କାଇସର ସମ୍ରାଟଙ୍କୁ କର ଦେବା ବିଧିସଙ୍ଗତ କି ନୁହେଁ?

Viz kapitola kopírovat

ପବିତ୍ର ବାଇବଲ

17 ଏ ବିଷୟରେ ତୁମ୍ଭ ମତାମତ କ’ଣ ଆମ୍ଭକୁ କୁହ। କାଇସରଙ୍କୁ କର ଦେବା ଉଚିତ୍ ହେବ, ନା ନାହିଁ?”

Viz kapitola kopírovat




ମାଥିଉ 22:17

Následuj nás:

Reklamy


Reklamy