ମାଥିଉ 22:2 - ଓଡିଆ ବାଇବେଲ2 ସ୍ୱର୍ଗରାଜ୍ୟ ଏପରି ଜଣେ ରାଜାଙ୍କ ସଦୃଶ, ଯେ ଆପଣା ପୁତ୍ରଙ୍କ ବିବାହ-ଉତ୍ସବ ଆୟୋଜନ କଲେ, Viz kapitolaପବିତ୍ର ବାଇବଲ (Re-edited) - (BSI)2 ସ୍ଵର୍ଗରାଜ୍ୟ ଏପରି ଜଣେ ରାଜାଙ୍କ ସଦୃଶ, ଯେ ଆପଣା ପୁତ୍ରଙ୍କ ବିବାହ-ଉତ୍ସବ ଆୟୋଜନ କଲେ, Viz kapitolaପବିତ୍ର ବାଇବଲ (CL) NT (BSI)2 “ଈଶ୍ୱରଙ୍କ ରାଜ୍ୟ କିପରି, ତା’ର ଆଉ ଗୋଟିଏ ଦୃଷ୍ଟାନ୍ତ ଶୁଣ। ଏକଦା ଜଣେ ରାଜା ରାଜକୁମାରଙ୍କର ବିବାହ ଭୋଜି ଆୟୋଜନ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 “ସ୍ୱର୍ଗରାଜ୍ୟ ଏପରି ଜଣେ ରାଜାଙ୍କ ସଦୃଶ, ଯେ ଆପଣା ପୁତ୍ରଙ୍କ ବିବାହ-ଉତ୍ସବ ଆୟୋଜନ କଲେ, Viz kapitolaପବିତ୍ର ବାଇବଲ2 ଯୀଶୁ କହିଲେ, “ସ୍ୱର୍ଗରାଜ୍ୟ ହେଉଛି ନିଜ ପୁଅର ବିବାହ ଭୋଜି ପ୍ରସ୍ତୁତ କରିଥିବା ଜଣେ ରାଜାଭଳି। Viz kapitola |