ମାଥିଉ 22:25 - ଓଡିଆ ବାଇବେଲ25 ଦେଖନ୍ତୁ, ଆମ୍ଭମାନଙ୍କ ମଧ୍ୟରେ ସାତ ଭାଇ ଥିଲେ; ପ୍ରଥମଟି ବିବାହ କରି ମରିଗଲା, ପୁଣି, ନିଃସନ୍ତାନ ଥିବାରୁ ଆପଣା ଭାଇ ପାଇଁ ନିଜ ଭାର୍ଯ୍ୟାକୁ ଛାଡ଼ିଗଲା; Viz kapitolaପବିତ୍ର ବାଇବଲ (Re-edited) - (BSI)25 ଦେଖନ୍ତୁ, ଆମ୍ଭମାନଙ୍କ ମଧ୍ୟରେ ସାତ ଭାଇ ଥିଲେ; ପ୍ରଥମଟି ବିବାହ କରି ମରିଗଲା, ପୁଣି ନିଃସନ୍ତାନ ଥିବାରୁ ଆପଣା ଭାଇ ପାଇଁ ନିଜ ଭାର୍ଯ୍ୟାକୁ ଛାଡ଼ିଗଲା; Viz kapitolaପବିତ୍ର ବାଇବଲ (CL) NT (BSI)25 ଗୋଟିଏ କଥା ଶୁଣନ୍ତୁ। ଆମର ଏଠାରେ ସାତଜଣ ଭାଇ ଥିଲେ। ଜ୍ୟେଷ୍ଠ ଭାଇ ନିଃସନ୍ତାନ ହୋଇ ମରିଯିବାରୁ ତା’ର ଦ୍ୱିତୀୟ ଭାଇ ଭ୍ରାତୃ ପତ୍ନୀକୁ ବିବାହ କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଦେଖନ୍ତୁ, ଆମ୍ଭମାନଙ୍କ ମଧ୍ୟରେ ସାତ ଭାଇ ଥିଲେ; ପ୍ରଥମଟି ବିବାହ କରି ମରିଗଲା, ପୁଣି, ନିଃସନ୍ତାନ ଥିବାରୁ ଆପଣା ଭାଇ ପାଇଁ ନିଜ ଭାର୍ଯ୍ୟାକୁ ଛାଡ଼ିଗଲା; Viz kapitolaପବିତ୍ର ବାଇବଲ25 ଆମ୍ଭ ଭିତରେ ସାତ ଭାଇ ଥିଲେ। ପ୍ରଥମ ଜଣକ ବିବାହ କରିଥିଲା। କିନ୍ତୁ ପରେ ମରିଗଲା। ତା'ର କୌଣସି ସନ୍ତାନ ନ ଥିଲେ। ତେଣୁ ତା'ର ଭାଇ ସେହି ସ୍ତ୍ରୀଲୋକଟିକୁ ବିବାହ କଲା। Viz kapitola |