ମାଥିଉ 22:3 - ଓଡିଆ ବାଇବେଲ3 ଆଉ ସେହି ଉତ୍ସବକୁ ନିମନ୍ତ୍ରିତ ଲୋକମାନଙ୍କୁ ଆହ୍ୱାନ କରିବା ପାଇଁ ସେ ଆପଣା ଦାସମାନଙ୍କୁ ପଠାଇଲେ, କିନ୍ତୁ ସେମାନେ ଆସିବାକୁ ଇଚ୍ଛା କଲେ ନାହିଁ । Viz kapitolaପବିତ୍ର ବାଇବଲ (Re-edited) - (BSI)3 ଆଉ ସେହି ଉତ୍ସବକୁ ନିମନ୍ତ୍ରିତ ଲୋକମାନଙ୍କୁ ଆହ୍ଵାନ କରିବା ନିମନ୍ତେ ସେ ଆପଣା ଦାସମାନଙ୍କୁ ପ୍ରେରଣ କଲେ, କିନ୍ତୁ ସେମାନେ ଆସିବାକୁ ଇଚ୍ଛା କଲେ ନାହିଁ। Viz kapitolaପବିତ୍ର ବାଇବଲ (CL) NT (BSI)3 ନିମନ୍ତ୍ରିତ ବ୍ୟକ୍ତିମାନଙ୍କୁ ଭୋଜିକୁ ଡ଼ାକି ଆଣିବା ପାଇଁ ସେ ଚାକରମାନଙ୍କୁ ପଠାଇଲେ। କିନ୍ତୁ ସେହି ବ୍ୟକ୍ତିମାନେ ଆସିବାକୁ ଚାହିଁଲେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଆଉ ସେହି ଉତ୍ସବକୁ ନିମନ୍ତ୍ରିତ ଲୋକମାନଙ୍କୁ ଆହ୍ୱାନ କରିବା ପାଇଁ ସେ ଆପଣା ଦାସମାନଙ୍କୁ ପଠାଇଲେ, କିନ୍ତୁ ସେମାନେ ଆସିବାକୁ ଇଚ୍ଛା କଲେ ନାହିଁ। Viz kapitolaପବିତ୍ର ବାଇବଲ3 ରାଜା କେତେକ ଲୋକଙ୍କୁ ବିବାହ ଭୋଜିକୁ ନିମନ୍ତ୍ରଣ କଲେ। ସବୁ ପ୍ରସ୍ତୁତ ହୋଇ ସାରିବା ପରେ ରାଜା ସେହି ଅତିଥିମାନଙ୍କୁ ଡାକିବାକୁ ଗ୍ଭକରମାନଙ୍କୁ ପଠାଇଲେ। କିନ୍ତୁ ସେମାନେ ରାଜାଙ୍କ ଭୋଜିକୁ ଆସିବାକୁ ମନା କରିଦେଲେ। Viz kapitola |