Online Bible

- Reklamy -




ମାଥିଉ 22:32 - ଓଡିଆ ବାଇବେଲ

32 ଆମ୍ଭେ ଅବ୍ରାହାମଙ୍କ ଈଶ୍ୱର, ଇସ୍‌ହାକଙ୍କ ଈଶ୍ୱର ଓ ଯାକୁବଙ୍କ ଈଶ୍ୱର । ସେ ମୃତମାନଙ୍କ ଈଶ୍ୱର ନୁହଁନ୍ତି, ମାତ୍ର ଜୀବିତମାନଙ୍କର ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

32 ଆମ୍ଭେ ଅବ୍ରହାମଙ୍କ ଈଶ୍ଵର, ଇସ୍‍ହାକଙ୍କ ଈଶ୍ଵର ଓ ଯାକୁବଙ୍କ ଈଶ୍ଵର। ସେ ମୃତମାନଙ୍କ ଈଶ୍ଵର ନୁହନ୍ତି, ମାତ୍ର ଜୀବିତମାନଙ୍କର।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

32 ଈଶ୍ୱର କହିଛନ୍ତି, ‘ଆମେ ଅବ୍ରାହାମ, ଇସ୍ହାକ ଓ ଯାକୁବର ଈଶ୍ୱର’।” “ ଈଶ୍ୱର ତ ଜୀବିତମାନଙ୍କର ଈଶ୍ୱର - ମୃତମାନଙ୍କର ହୋଇ ନ ପାରନ୍ତି’।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ‘ଆମ୍ଭେ ଅବ୍ରହାମଙ୍କ ଈଶ୍ବର, ଇସ୍‌ହାକଙ୍କ ଈଶ୍ବର ଓ ଯାକୁବଙ୍କ ଈଶ୍ବର।’ ସେ ମୃତମାନଙ୍କ ଈଶ୍ବର ନୁହଁନ୍ତି, ମାତ୍ର ଜୀବିତମାନଙ୍କର।”

Viz kapitola kopírovat

ପବିତ୍ର ବାଇବଲ

32 ପରମେଶ୍ୱର କହିଛନ୍ତି, ‘ମୁଁ ଅବ୍ରହାମଙ୍କ ପରମେଶ୍ୱର, ଇ‌‌ସ୍‌‌ହାକଙ୍କ ପରମେଶ୍ୱର ଓ ଯାକୁବଙ୍କ ପରମେଶ୍ୱର ଅଟେ।’ ଯଦି ନିଜେ ପରମେଶ୍ୱର କହିଛନ୍ତି ଯେ ସେ ସେମାନଙ୍କର ପରମେଶ୍ୱର, ତେବେ ସେମାନେ ବାସ୍ତବରେ ମୃତ ନୁହନ୍ତି। କାରଣ ପରମେଶ୍ୱର ମୃତ ଲୋକମାନଙ୍କର ପରମେଶ୍ୱର ନୁହନ୍ତି, କିନ୍ତୁ ଜୀବିତ ମାନଙ୍କର ଅଟନ୍ତି।”

Viz kapitola kopírovat




ମାଥିଉ 22:32

Následuj nás:

Reklamy


Reklamy