Online Bible

- Reklamy -




ମାଥିଉ 22:34 - ଓଡିଆ ବାଇବେଲ

34 ସେ ସାଦ୍ଦୂକୀମାନଙ୍କୁ ନିରୁତ୍ତର କରିଅଛନ୍ତି, ଏହା ଶୁଣି ଫାରୂଶୀମାନେ ଏକତ୍ର ହେଲେ,

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

34 ସେ ସାଦ୍ଦୂକୀମାନଙ୍କୁ ନିରୁତ୍ତର କରିଅଛନ୍ତି, ଏହା ଶୁଣି ଫାରୂଶୀମାନେ ଏକତ୍ର ହେଲେ,

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

34 ଯେତେବେଳେ ଫାରୁଶୀମାନେ ଶୁଣିଲେ ଯେ ଯୀଶୁ ସାଦ୍ଦୁକୀମାନଙ୍କୁ ନିରୁତ୍ତର କରି ଦେଇଛନ୍ତି, ସେମାନେ ଏକାଠି ହୋଇ ଯୀଶୁଙ୍କ ପାଖକୁ ଆସିଲେ

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ସେ ସାଦ୍ଦୂକୀମାନଙ୍କୁ ନିରୁତ୍ତର କରିଅଛନ୍ତି, ଏହା ଶୁଣି ଫାରୂଶୀମାନେ ଏକତ୍ର ହେଲେ,

Viz kapitola kopírovat

ପବିତ୍ର ବାଇବଲ

34 ଫାରୂଶୀମାନେ ଶୁଣିଲେ ଯେ ଯୀଶୁଙ୍କ ଉତ୍ତରରେ ସାଦ୍ଦୂକୀମାନେ ‌‌‌‌‌‌‌‌‌‌ଚୁପ୍‌‌‌‌‌‌‌‌‌ ହୋଇଗଲେ। ତା'ପରେ ସେମାନେ ସମସ୍ତେ ଏକାଠି ହେଲେ।

Viz kapitola kopírovat




ମାଥିଉ 22:34

Následuj nás:

Reklamy


Reklamy