ମାଥିଉ 22:37 - ଓଡିଆ ବାଇବେଲ37 ସେ ତାହାଙ୍କୁ କହିଲେ, ତୁମ୍ଭେ ଆପଣାର ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ ଓ ସମସ୍ତ ମନ ଦେଇ ପ୍ରଭୁ, ଆପଣା ଈଶ୍ୱରଙ୍କୁ ପ୍ରେମ କର । Viz kapitolaପବିତ୍ର ବାଇବଲ (Re-edited) - (BSI)37 ସେ ତାଙ୍କୁ କହିଲେ, ତୁମ୍ଭେ ଆପଣାର ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ ଓ ସମସ୍ତ ମନ ଦେଇ ପ୍ରଭୁ, ଆପଣା ଈଶ୍ଵରଙ୍କୁ ପ୍ରେମ କର। Viz kapitolaପବିତ୍ର ବାଇବଲ (CL) NT (BSI)37 ଯୀଶୁ କହିଲେ, “ତୁମ ପ୍ରଭୁ ଈଶ୍ୱରଙ୍କୁ ସମ୍ପୂର୍ଣ୍ଣ ହୃଦୟ, ସମ୍ପୂର୍ଣ୍ଣ ଆତ୍ମା ଓ ସମ୍ପୂର୍ଣ୍ଣ ମନ ଦେଇ ପ୍ରେମ ଭକ୍ତି କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 ସେ ତାହାଙ୍କୁ କହିଲେ, “‘ତୁମ୍ଭେ ଆପଣାର ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ ଓ ସମସ୍ତ ମନ ଦେଇ ପ୍ରଭୁ, ଆପଣା ଈଶ୍ବରଙ୍କୁ ପ୍ରେମ କର।’ Viz kapitolaପବିତ୍ର ବାଇବଲ37 ଯୀଶୁ କହିଲେ, “ତୁମ୍ଭେ ସମ୍ପୂର୍ଣ୍ଣ ହୃଦୟ, ସମ୍ପୂର୍ଣ୍ଣ ଆତ୍ମା ଓ ସମ୍ପୂର୍ଣ୍ଣ ମନ ଦେଇ ପ୍ରଭୁ ତୁମ୍ଭର ପରମେଶ୍ୱରଙ୍କୁ ପ୍ରେମ କରିବ।’ Viz kapitola |