ମାଥିଉ 22:4 - ଓଡିଆ ବାଇବେଲ4 ପୁଣି, ଥରେ ସେ ଅନ୍ୟ ଦାସମାନଙ୍କୁ ପଠାଇ କହିଲେ, ନିମନ୍ତ୍ରିତ ଲୋକମାନଙ୍କୁ କୁହ, ଦେଖନ୍ତୁ, ଆମ୍ଭେ ଆପଣା ଭୋଜ ପ୍ରସ୍ତୁତ କରିଅଛୁ, ଆମ୍ଭର ବୃଷ ଓ ହୃଷ୍ଟପୁଷ୍ଟ ପଶୁଗୁଡ଼ିକ ମରାଯାଇ ଅଛନ୍ତି, ସମସ୍ତ ହିଁ ପ୍ରସ୍ତୁତ, ଆପଣମାନେ ବିବାହ ଉତ୍ସବକୁ ଆସନ୍ତୁ, Viz kapitolaପବିତ୍ର ବାଇବଲ (Re-edited) - (BSI)4 ପୁନର୍ବାର ସେ ଅନ୍ୟ ଦାସମାନଙ୍କୁ ପ୍ରେରଣ କରି କହିଲେ, ନିମନ୍ତ୍ରିତ ଲୋକମାନଙ୍କୁ କୁହ, ଦେଖନ୍ତୁ, ଆମ୍ଭେ ଆପଣା ଭୋଜ ପ୍ରସ୍ତୁତ କରିଅଛୁ, ଆମ୍ଭର ବୃଷ ଓ ହୃଷ୍ଟପୁଷ୍ଟ ପଶୁଗୁଡ଼ିକ ମରାଯାଇଅଛନ୍ତି, ସମସ୍ତ ହିଁ ପ୍ରସ୍ତୁତ, ଆପଣମାନେ ବିବାହ-ଉତ୍ସବକୁ ଆସନ୍ତୁ। Viz kapitolaପବିତ୍ର ବାଇବଲ (CL) NT (BSI)4 ରାଜା ପୁନର୍ବାର ଅନ୍ୟ ଚାକରମାନଙ୍କ ଦ୍ୱାରା ଏହି ସନ୍ଦେଶ ପଠାଇଲେ, ‘ବିବାହ ଭୋଜି ପ୍ରସ୍ତୁତ, ହୃଷ୍ଟ ପୁଷ୍ଟ ବଳଦ ଓ ବାଛୁରୀ କଟାଯାଇ ସବୁ ଆୟୋଜିତ ହୋଇଛି, ଭୋଜିକୁ ଶୀଘ୍ର ଆସନ୍ତୁ।’ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପୁଣି, ଥରେ ସେ ଅନ୍ୟ ଦାସମାନଙ୍କୁ ପଠାଇ କହିଲେ, ‘ନିମନ୍ତ୍ରିତ ଲୋକମାନଙ୍କୁ କୁହ, ଦେଖନ୍ତୁ, ଆମ୍ଭେ ଆପଣା ଭୋଜ ପ୍ରସ୍ତୁତ କରିଅଛୁ, ଆମ୍ଭର ବୃଷ ଓ ହୃଷ୍ଟପୁଷ୍ଟ ପଶୁଗୁଡ଼ିକ ମରାଯାଇଅଛି, ସମସ୍ତ ହିଁ ପ୍ରସ୍ତୁତ, ଆପଣମାନେ ବିବାହ ଉତ୍ସବକୁ ଆସନ୍ତୁ,’ Viz kapitolaପବିତ୍ର ବାଇବଲ4 “ତା'ପରେ ରାଜା ଆଉ କିଛି ଗ୍ଭକରଙ୍କୁ ପଠାଇଲେ। ରାଜା ଗ୍ଭକରମାନଙ୍କୁ କହିଲେ, ‘ଯେଉଁମାନଙ୍କୁ ବିବାହଭୋଜିକୁ ଆସିବାକୁ ନିମନ୍ତ୍ରଣ କରାଯାଇଛି, ତୁମ୍ଭେମାନେ ସେମାନଙ୍କୁ କୁହ, ଭୋଜି ପ୍ରସ୍ତୁତି ସରିଲାଣି। ମୋର ଉତ୍ତମ ବଳଦ ଓ ମୋଟା ପଶୁମାନଙ୍କୁ ମରାଯାଇଛି। ସବୁକିଛି ପ୍ରସ୍ତୁତ ଅଛି। ଅତଏବ ବିବାହଭୋଜିକୁ ଆସନ୍ତୁ।’ Viz kapitola |