ମାଥିଉ 22:43 - ଓଡିଆ ବାଇବେଲ43 ଯୀଶୁ ସେମାନଙ୍କୁ କହିଲେ, ତେବେ ଦାଉଦ କିପ୍ରକାରେ ଆତ୍ମାଙ୍କ ଦ୍ୱାରା ତାହାଙ୍କୁ ପ୍ରଭୁ ବୋଲି କହନ୍ତି ? Viz kapitolaପବିତ୍ର ବାଇବଲ (Re-edited) - (BSI)43 ଯୀଶୁ ସେମାନଙ୍କୁ କହିଲେ, ତେବେ ଦାଉଦ କିପ୍ରକାରେ ଆତ୍ମାଙ୍କ ଆବେଶରେ ତାହାଙ୍କୁ ପ୍ରଭୁ ବୋଲି କହନ୍ତି? Viz kapitolaପବିତ୍ର ବାଇବଲ (CL) NT (BSI)43 ଯୀଶୁ ପଚାରିଲେ, “ତାହାହେଲେ ଦାଉଦ ମସୀହଙ୍କୁ ‘ମୋର ପ୍ରଭୁ’ ବୋଲି କାହିଁକି ଉଲ୍ଲେଖ କରିଛନ୍ତି? ପରମାତ୍ମାଙ୍କ ପ୍ରେରଣାରେ ସେ ଲେଖିଛନ୍ତି, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT43 ଯୀଶୁ ସେମାନଙ୍କୁ କହିଲେ, “ତେବେ ଦାଉଦ କିପ୍ରକାରେ ଆତ୍ମାଙ୍କ ଦ୍ୱାରା ତାହାଙ୍କୁ ‘ପ୍ରଭୁ’ ବୋଲି କହନ୍ତି? Viz kapitolaପବିତ୍ର ବାଇବଲ43 ଯୀଶୁ ଫାରୂଶୀମାନଙ୍କୁ ପଗ୍ଭରିଲେ, “ଦାଉଦ ତାହାଙ୍କୁ ‘ପ୍ରଭୁ’ ବୋଲି କାହିଁକି ସମ୍ବୋଧନ କଲେ? ଦାଉଦ ପବିତ୍ରଆତ୍ମାଙ୍କ ଶକ୍ତିରେ କହୁଥିଲେ। ଦାଉଦ କହିଲେ: Viz kapitola |