ମାଥିଉ 23:10 - ଓଡିଆ ବାଇବେଲ10 ଆଉ ତୁମ୍ଭେମାନେ ନେତା ବୋଲି ସମ୍ବୋଧିତ ହୁଅ ନାହିଁ, କାରଣ ତୁମ୍ଭମାନଙ୍କର ନେତା ଜଣେ, ସେ ଖ୍ରୀଷ୍ଟ । Viz kapitolaପବିତ୍ର ବାଇବଲ (Re-edited) - (BSI)10 ଆଉ, ତୁମ୍ଭେମାନେ ନେତା ବୋଲି ସମ୍ଵୋଧିତ ହୁଅ ନାହିଁ, କାରଣ ତୁମ୍ଭମାନଙ୍କର ନେତା ଜଣେ, ସେ ଖ୍ରୀଷ୍ଟ। Viz kapitolaପବିତ୍ର ବାଇବଲ (CL) NT (BSI)10 ତୁମକୁ ପ୍ରଭୁ ବୋଲି ମଧ୍ୟ କେହି ନ ଡ଼ାକନ୍ତୁ, କାରଣ ଏକମାତ୍ର ପ୍ରଭୁ ହେଉଛନ୍ତି ମସୀହ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଆଉ ତୁମ୍ଭେମାନେ ନେତା ବୋଲି ସମ୍ବୋଧିତ ହୁଅ ନାହିଁ, କାରଣ ତୁମ୍ଭମାନଙ୍କର ନେତା ଜଣେ, ସେ ଖ୍ରୀଷ୍ଟ। Viz kapitolaପବିତ୍ର ବାଇବଲ10 ତୁମ୍ଭେ ନିଜକୁ ‘ମାଲିକ’ ବୋଲି କହିବ ନାହିଁ। କାରଣ ତୁମ୍ଭର କେବଳ ଜଣେ ମାତ୍ର ମାଲିକ, ସେ ହେଉଛନ୍ତି ଯୀଶୁ। Viz kapitola |