Online Bible

- Reklamy -




ମାଥିଉ 23:16 - ଓଡିଆ ବାଇବେଲ

16 ହାୟ, ଦଣ୍ଡର ପାତ୍ର ଅନ୍ଧ ପଥପ୍ରଦର୍ଶକମାନେ, ତୁମ୍ଭେମାନେ କହୁଥାଅ, କେହି ମନ୍ଦିରର ଶପଥ କଲେ ତାହା କିଛି ନୁହେଁ, ମାତ୍ର ଯେ କେହି ମନ୍ଦିରସ୍ଥ ସ୍ୱର୍ଣ୍ଣର ଶପଥ କରେ, ସେ ତଦ୍ୱାରା ବନ୍ଧା ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

16 ହାୟ, ଦଣ୍ତର ପାତ୍ର ଅନ୍ଧ ପଥପ୍ରଦର୍ଶକମାନେ, ତୁମ୍ଭେମାନେ କହୁଥାଅ, କେହି ମନ୍ଦିରର ଶପଥ କଲେ ତାହା କିଛି ନୁହେଁ, ମାତ୍ର ଯେକେହି ମନ୍ଦିରସ୍ଥ ସ୍ଵର୍ଣ୍ଣର ଶପଥ କରେ, ସେ ତଦ୍ଦ୍ଵାରା ଆବଦ୍ଧ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

16 “ଆରେ ଅନ୍ଧ ପଥ-ପ୍ରଦର୍ଶକଗଣ, ତୁମର ଦଶା କେଡ଼େ ଭୟାନକ। ତୁମେ ଶିକ୍ଷା ଦେଇଥାଅ, କେହି ମନ୍ଦିର ନାମରେ ଶପଥ କଲେ, ତା’ ସେ ପାଳନ କରିବାକୁ ବାଧ୍ୟ ନୁହେଁ; କିନ୍ତୁ ମନ୍ଦିରରେ ଥିବା ସୁବର୍ଣ୍ଣ ନାମରେ ଯେ ପ୍ରତିଜ୍ଞା କରେ, ତାକୁ ତା’ ପାଳନ କରିବାକୁ ପଡ଼ିବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ହାୟ, ଦଣ୍ଡର ପାତ୍ର ଅନ୍ଧ ପଥପ୍ରଦର୍ଶକମାନେ, ତୁମ୍ଭେମାନେ କହୁଥାଅ, କେହି ମନ୍ଦିରର ଶପଥ କଲେ ତାହା କିଛି ନୁହେଁ, ମାତ୍ର ଯେ କେହି ମନ୍ଦିରସ୍ଥ ସ୍ୱର୍ଣ୍ଣର ଶପଥ କରେ, ସେ ତଦ୍ୱାରା ଆବଦ୍ଧ।

Viz kapitola kopírovat

ପବିତ୍ର ବାଇବଲ

16 “ରେ ଅନ୍ଧ ମାର୍ଗଦର୍ଶକଗଣ! ତୁମ୍ଭକୁ ଧିକ୍! ତୁମ୍ଭେ କହିଥାଅ, ଯଦି କେହି ଲୋକ ଉପାସନା ମନ୍ଦିର ନାମରେ ରାଣ ପକାଇ ଶପଥ କରିଥାଏ, ତେବେ ତାକୁ ସେହି ଶପଥ ରଖିବା ଦରକାର ନାହିଁ। କିନ୍ତୁ ଯେଉଁ ଲୋକ ଉପାସନା ମନ୍ଦିରର ସୁନା ନାମରେ ରାଣ ପକାଇ ଶପଥ କରେ, ତେବେ ସେ ନିଶ୍ଚୟ ସେହି ଶପଥ ରକ୍ଷା କରିବ’।

Viz kapitola kopírovat




ମାଥିଉ 23:16

Následuj nás:

Reklamy


Reklamy