Online Bible

- Reklamy -




ମାଥିଉ 23:18 - ଓଡିଆ ବାଇବେଲ

18 ଆହୁରି କହୁଥାଅ, କେହି ବେଦିର ଶପଥ କଲେ ତାହା କିଛି ନୁହେଁ, ମାତ୍ର ଯେ କେହି ତାହା ଉପରେ ଥିବା ନୈବେଦ୍ୟର ଶପଥ କରେ, ସେ ତଦ୍ୱାରା ବନ୍ଧା ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

18 ଆହୁରି କହୁଥାଅ, କେହି ଯଜ୍ଞବେଦିର ଶପଥ କଲେ ତାହା କିଛି ନୁହେଁ, ମାତ୍ର ଯେକେହି ତାହା ଉପରେ ଥିବା ନୈବେଦ୍ୟର ଶପଥ କରେ, ସେ ତଦ୍ଦ୍ଵାରା ଆବଦ୍ଧ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

18 ତୁମେ ଶିକ୍ଷା ଦେଇଥାଅ ଯେ, ଜଣେ ବ୍ୟକ୍ତି ବେଦୀ ନାମରେ ଶପଥ କଲେ, ସେ ତାହା ପାଳନ କରିବାକୁ ବାଧ୍ୟ ନୁହେଁ। କିନ୍ତୁ ବେଦୀ ଉପରେ ରଖାଯାଇଥିବା ନୈବେଦ୍ୟ ନାମରେ ପ୍ରତିଜ୍ଞା କଲେ, ତାହା ଅଲଙ୍ଘନୀୟ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଆହୁରି କହୁଥାଅ, କେହି ବେଦିର ଶପଥ କଲେ ତାହା କିଛି ନୁହେଁ, ମାତ୍ର ଯେ କେହି ତାହା ଉପରେ ଥିବା ନୈବେଦ୍ୟର ଶପଥ କରେ, ସେ ତଦ୍ୱାରା ଆବଦ୍ଧ।

Viz kapitola kopírovat

ପବିତ୍ର ବାଇବଲ

18 “ତୁମ୍ଭେମାନେ କହିଥାଅ, ‘ଯଦି କେହି ବେଦୀନାମରେ ଶପଥ ନିଏ, ତେବେ ତା'ର କୌଣସି ଅର୍ଥ ନାହିଁ। କିନ୍ତୁ ଯଦି ଜଣେ ବେଦୀ ଉପରେ ରଖାଯାଇଥିବା ଉପହାର ନାମରେ ଶପଥ ନିଏ, ତେବେ ତାକୁ ନିଶ୍ଚିତ ଭାବରେ ରକ୍ଷା କରିବାକୁ ପଡ଼ିବ’।

Viz kapitola kopírovat




ମାଥିଉ 23:18

Následuj nás:

Reklamy


Reklamy