Online Bible

- Reklamy -




ମାଥିଉ 23:25 - ଓଡିଆ ବାଇବେଲ

25 ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ଗିନା ଓ ଥାଳିର ବାହାର ସଫା କରୁଥାଅ, ମାତ୍ର ଭିତରେ ସେଗୁଡ଼ାକ ଲୁଣ୍ଠନକର୍ମ ଓ ଇନ୍ଦ୍ରିୟସେବାରେ ପରିପୂର୍ଣ୍ଣ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

25 ହାୟ, ଦଣ୍ତର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀ-ମାନେ, କାରଣ ତୁମ୍ଭେମାନେ ଗିନା ଓ ଥାଳିର ବାହାର ପରିଷ୍କାର କରୁଥାଅ, ମାତ୍ର ଭିତରେ ସେଗୁଡ଼ାକ ଲୁଣ୍ଠନକର୍ମ ଓ ଇନ୍ଦ୍ରିୟସେବାରେ ପରିପୂର୍ଣ୍ଣ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

25 “କେଡ଼େ ଭୟଙ୍କର ତୁମ୍ଭମାନଙ୍କର ଶେଷ ଗତି, ଆରେ ଧର୍ମଗୁରୁ ଓ ଫାରୁଶୀଗଣ! ତୁମେ ପିଆଲା ଓ ଥାଳୀର ବାହାର ପଟ ପରିଷ୍କାର କରିଥାଅ, କିନ୍ତୁ ସେଗୁଡ଼ିକର ଭିତରେ ହିଂସା ଓ ସ୍ୱାର୍ଥପରତା ପୂରି ରହିଛି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ଗିନା ଓ ଥାଳିର ବାହାର ସଫା କରୁଥାଅ, ମାତ୍ର ଭିତରେ ସେଗୁଡ଼ାକ ଲୁଣ୍ଠନକର୍ମ ଓ ଇନ୍ଦ୍ରିୟସେବାରେ ପରିପୂର୍ଣ୍ଣ।

Viz kapitola kopírovat

ପବିତ୍ର ବାଇବଲ

25 “ରେ କପଟୀ ଧର୍ମଶାସ୍ତ୍ରୀମାନେ ଓ ଫାରୂଶୀମାନେ! ତୁମ୍ଭେମାନେ ଧିକ! ତୁମ୍ଭେମାନେ ତୁମ୍ଭର ଥାଳିଗିନାର ବାହାର ପଟ ଭଲ ଭାବରେ ଧୋଉଛ। କିନ୍ତୁ ତୁମ୍ଭମାନଙ୍କର ଅନ୍ତର ଅନ୍ୟକୁ ଠକି ନିଜକୁ ତୋଷିବା ପଦାର୍ଥରେ ପୂର୍ଣ୍ଣ କରୁଛ।

Viz kapitola kopírovat




ମାଥିଉ 23:25

Následuj nás:

Reklamy


Reklamy