Online Bible

- Reklamy -




ମାଥିଉ 23:30 - ଓଡିଆ ବାଇବେଲ

30 ଆମ୍ଭେମାନେ ଯେବେ ଆମ୍ଭମାନଙ୍କର ପିତୃପୁରୁଷଙ୍କ ସମୟରେ ଥାଆନ୍ତୁ, ତେବେ ଭାବବାଦୀମାନଙ୍କ ରକ୍ତପାତରେ ସେମାନଙ୍କର ସହଭାଗୀ ହୋଇ ନ ଥାଆନ୍ତୁ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

30 ଆମ୍ଭେମାନେ ଯେବେ ଆମ୍ଭମାନଙ୍କର ପିତୃପୁରୁଷଙ୍କ ସମୟରେ ଥାଆନ୍ତୁ, ତେବେ ଭାବବାଦୀମାନଙ୍କ ରକ୍ତପାତରେ ସେମାନଙ୍କର ସହଭାଗୀ ହୋଇ ନ ଥାଆନ୍ତୁ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

30 ପୁଣି ତୁମେ କହୁଛ, ଯଦି ତୁମ ପୂର୍ବ ପୁରୁଷମାନଙ୍କ ସମୟରେ ତୁମେ ଥାଆନ୍ତ, ତେବେ ସେମାନଙ୍କ ପରି ଆଚରଣ କରି ନ ଥାନ୍ତ କିମ୍ବା ଭାବବାଦୀମାନଙ୍କୁ ହତ୍ୟା କରି ନ ଥାଆନ୍ତ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ଆମ୍ଭେମାନେ ଯେବେ ଆମ୍ଭମାନଙ୍କର ପିତୃ-ପୁରୁଷଙ୍କ ସମୟରେ ଥାଆନ୍ତୁ, ତେବେ ଭାବବାଦୀମାନଙ୍କ ରକ୍ତପାତରେ ସେମାନଙ୍କର ସହଭାଗୀ ହୋଇ ନ ଥାଆନ୍ତୁ।

Viz kapitola kopírovat

ପବିତ୍ର ବାଇବଲ

30 ଏବଂ ତୁମ୍ଭେମାନେ କହୁଛ ଯେ ‘ଆମ୍ଭେ ଯଦି ଆମ୍ଭ ପୂର୍ବପୁରୁଷଙ୍କ ସମକାଳୀନ ହୋଇଥାଆନ୍ତୁ, ତେବେ ଏହି ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତାମାନଙ୍କୁ ମାରିଦେବା ପାଇଁ ଆମ୍ଭେ କେବେ ହେଲେ ସାହାଯ୍ୟ କରି ନ ଥା’ନ୍ତୁ।’

Viz kapitola kopírovat




ମାଥିଉ 23:30

Následuj nás:

Reklamy


Reklamy