Online Bible

- Reklamy -




ମାଥିଉ 23:39 - ଓଡିଆ ବାଇବେଲ

39 କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ, ତୁମ୍ଭେମାନେ ଏହି କଥା ନ କହିବା ପର୍ଯ୍ୟନ୍ତ ଆଜିଠାରୁ ମୋତେ ନିଶ୍ଚୟ ଆଉ ଦେଖିବ ନାହିଁ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

39 କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ, ତୁମ୍ଭେମାନେ ଏହି କଥା ନ କହିବା ପର୍ଯ୍ୟନ୍ତ ଆଜିଠାରୁ ମୋତେ ନିଶ୍ଚୟ ଆଉ ଦେଖିବ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

39 ମୁଁ କହି ରଖୁଛି, ‘ପ୍ରଭୁଙ୍କ ନାମରେ ଯେ ଆସୁଛନ୍ତି, ସେ ଧନ୍ୟ’ - ଏହା ଯେ ପର୍ଯ୍ୟନ୍ତ କହି ନାହଁ, ବର୍ତ୍ତମାନଠାରୁ ତୁମେ ମୋତେ ଆଉ ଦେଖି ପାରିବ ନାହିଁ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

39 କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ‘ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ,’ ତୁମ୍ଭେମାନେ ଏହି କଥା ନ କହିବା ପର୍ଯ୍ୟନ୍ତ ଆଜିଠାରୁ ମୋତେ ନିଶ୍ଚୟ ଆଉ ଦେଖିବ ନାହିଁ।”

Viz kapitola kopírovat

ପବିତ୍ର ବାଇବଲ

39 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି ଯେ, ଯେପର୍ଯ୍ୟନ୍ତ ତୁମ୍ଭେମାନେ ମୋତେ ନ କହିଛ: ‘ଯିଏ ପ୍ରଭୁଙ୍କ ନାମରେ ଆସୁଛନ୍ତି, ସେ ଧନ୍ୟ, ସେପର୍ଯ୍ୟନ୍ତ ତୁମ୍ଭେମାନେ ମୋତେ ଆଉ ଦେଖି ପାରିବ ନାହିଁ’।”

Viz kapitola kopírovat




ମାଥିଉ 23:39

Následuj nás:

Reklamy


Reklamy