Online Bible

- Reklamy -




ମାଥିଉ 23:9 - ଓଡିଆ ବାଇବେଲ

9 ଆଉ ପୃଥିବୀରେ କାହାକୁ ହିଁ ପିତା ବୋଲି ଡାକ ନାହିଁ, କାରଣ ତୁମ୍ଭମାନଙ୍କର ପିତା ଜଣେ, ସେ ସ୍ୱର୍ଗରେ ଅଛନ୍ତି ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

9 ଆଉ, ପୃଥିବୀରେ କାହାକୁ ହିଁ ପିତା ବୋଲି ସମ୍ଵୋଧନ କର ନାହିଁ, କାରଣ ତୁମ୍ଭମାନଙ୍କର ପିତା ଜଣେ, ସେ ସ୍ଵର୍ଗରେ ଅଛନ୍ତି।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

9 ପୁଣି ପୃଥିବୀରେ ତୁମେ କାହାକୁ ପିତା ବୋଲି ସମ୍ବୋଧନ କରିବା ଉଚିତ୍ ନୁହେଁ। କାରଣ ତୁମର ଜଣେ କେବଳ ପିତା - ସେ ସ୍ୱର୍ଗରେ ଅଛନ୍ତି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଆଉ ପୃଥିବୀରେ କାହାକୁ ହିଁ ପିତା ବୋଲି ଡାକ ନାହିଁ, କାରଣ ତୁମ୍ଭମାନଙ୍କର ପିତା ଜଣେ, ସେ ସ୍ୱର୍ଗରେ ଅଛନ୍ତି।

Viz kapitola kopírovat

ପବିତ୍ର ବାଇବଲ

9 “ଏ ସଂସାରରେ କାହାରିକୁ ‘ପରମପିତା’ ବୋଲି ସମ୍ବୋଧନ କର ନାହିଁ। ତୁମ୍ଭର ଜଣେ ମାତ୍ର ପରମପିତା ଯେ କି ସ୍ୱର୍ଗରେ ରହୁଛନ୍ତି।

Viz kapitola kopírovat




ମାଥିଉ 23:9

Následuj nás:

Reklamy


Reklamy