ମାଥିଉ 24:10 - ଓଡିଆ ବାଇବେଲ10 ସେତେବେଳେ ଅନେକେ ବିଘ୍ନ ପାଇବେ,ପୁଣି, ପରସ୍ପରକୁ ଧରାଇଦେବେ ଓ ପରସ୍ପରକୁ ଘୃଣା କରିବେ, Viz kapitolaପବିତ୍ର ବାଇବଲ (Re-edited) - (BSI)10 ସେତେବେଳେ ଅନେକେ ବିଘ୍ନ ପାଇବେ, ପୁଣି ପରସ୍ପରକୁ ଧରାଇଦେବେ ଓ ପରସ୍ପରକୁ ଘୃଣା କରିବେ, Viz kapitolaପବିତ୍ର ବାଇବଲ (CL) NT (BSI)10 ସେତେବେେଳେ ଅନେକେ ସେମାନଙ୍କର ବିଶ୍ୱାସ ହରାଇବେ, ପରସ୍ପରକୁ ଘୃଣା କରି ପରସ୍ପର ପ୍ରତି ବିଶ୍ୱାସଘାତକତା କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ସେତେବେଳେ ଅନେକେ ବିଘ୍ନ ପାଇବେ, ପୁଣି, ପରସ୍ପରକୁ ଧରାଇଦେବେ ଓ ପରସ୍ପରକୁ ଘୃଣା କରିବେ, Viz kapitolaପବିତ୍ର ବାଇବଲ10 ସେତେବେଳେ ଅନେକ ବିଶ୍ୱାସୀ ଲୋକ ବିଶ୍ୱାସ ହରେଇ ବସିବେ। ସେମାନେ ପରସ୍ପରର ବିରୋଧୀ ହେବେ ଓ ପରସ୍ପରକୁ ଘୃଣା କରିବେ। Viz kapitola |