ମାଥିଉ 24:11 - ଓଡିଆ ବାଇବେଲ11 ଆଉ ଅନେକ ଭଣ୍ଡ ଭାବବାଦୀ ଉଠି ଅନେକଙ୍କୁ ଭ୍ରାନ୍ତ କରିବେ, Viz kapitolaପବିତ୍ର ବାଇବଲ (Re-edited) - (BSI)11 ଆଉ ଅନେକ ଭଣ୍ତ ଭାବବାଦୀ ଉଠି ଅନେକଙ୍କୁ ଭ୍ରାନ୍ତ କରିବେ, Viz kapitolaପବିତ୍ର ବାଇବଲ (CL) NT (BSI)11 ସେତେବେଳେ ଅନେକ ଭଣ୍ଡ ଭାବବାଦୀ ବାହାରି ଲୋକମାନଙ୍କୁ ବିଭ୍ରାନ୍ତ କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଆଉ ଅନେକ ଭଣ୍ଡ ଭାବବାଦୀ ଉଠି ଅନେକଙ୍କୁ ଭ୍ରାନ୍ତ କରିବେ, Viz kapitolaପବିତ୍ର ବାଇବଲ11 ଅନେକ ଭଣ୍ଡ ଭବିଷ୍ୟଦ୍ବକ୍ତା ବାହାରିବେ। ସେମାନେ ଅନେକ ଲୋକଙ୍କୁ ଠକିବେ, ଓ ସେମାନଙ୍କ କଥାରେ ପଡ଼ି ଅନେକ ଲୋକ ଭୁଲ୍ କଥାରେ ବିଶ୍ୱାସ କରିବେ। Viz kapitola |