Online Bible

- Reklamy -




ମାଥିଉ 24:17 - ଓଡିଆ ବାଇବେଲ

17 ଯେ ଛାତ ଉପରେ ଥାଏ, ସେ ଆପଣା ଘର ଭିତରୁ ଜିନିଷପତ୍ର ନେଇଯିବା ପାଇଁ ଓହ୍ଲାଇ ନ ଆସୁ;

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ଯେ ଛାତ ଉପରେ ଥାଏ, ସେ ଆପଣା ଘର ଭିତରୁ ଜିନିଷପତ୍ର ଘେନିଯିବା ପାଇଁ ଓହ୍ଳାଇ ନ ଆସୁ;

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

17 ଯେଉଁମାନେ ଛାତ ଉପରେ ଥିବେ, ସେମାନେ ଘର ଭିତରୁ ଜିନିଷପତ୍ର ନେବା ପାଇଁ ତଳକୁ ଆସି ସମୟ ନଷ୍ଟ ନ କରନ୍ତୁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଯେ ଛାତ ଉପରେ ଥାଏ, ସେ ଆପଣା ଘର ଭିତରୁ ଜିନିଷପତ୍ର ନେଇଯିବା ପାଇଁ ଓହ୍ଲାଇ ନ ଆସୁ;

Viz kapitola kopírovat

ପବିତ୍ର ବାଇବଲ

17 ସେତେବେଳେ କୌଣସି ଜିନିଷ ପାଇଁ ତିଳେ ହେଲେ ସମୟ ନଷ୍ଟ କରିବା ଉଚିତ୍ ନୁହେଁ। ସେତେବେଳେ ଘରର ଛାତ ଉପରେ ଥିବା ଲୋକ ଘରୁ କୌଣସି ଜିନିଷ ପାଇବା ପାଇଁ ତଳକୁ ଓହ୍ଲେଇ ନ ଆସୁ।

Viz kapitola kopírovat




ମାଥିଉ 24:17

Následuj nás:

Reklamy


Reklamy