ମାଥିଉ 24:22 - ଓଡିଆ ବାଇବେଲ22 ଆଉ, ସେହି ସମୟ ଯେବେ ଊଣା କରାଯାଇ ନ ଥାଆନ୍ତା, ତେବେ କୌଣସି ମର୍ତ୍ତ୍ୟ ପରିତ୍ରାଣ ପାଆନ୍ତା ନାହିଁ, ମାତ୍ର ମନୋନୀତ ଲୋକଙ୍କ ସକାଶେ ସେହି ସମୟ ଊଣା କରାଯିବ । Viz kapitolaପବିତ୍ର ବାଇବଲ (Re-edited) - (BSI)22 ଆଉ, ସେହି ସମୟ ଯେବେ ଊଣା କରାଯାଇ ନ ଥାଆନ୍ତା, ତେବେ କୌଣସି ମର୍ତ୍ତ୍ୟ ପରିତ୍ରାଣ ପାଆନ୍ତା ନାହିଁ, ମାତ୍ର ମନୋନୀତ ଲୋକଙ୍କ ସକାଶେ ସେହି ସମୟ ଊଣା କରାଯିବ। Viz kapitolaପବିତ୍ର ବାଇବଲ (CL) NT (BSI)22 କିନ୍ତୁ ଏହି ଦୁଃଖର ସମୟକୁ ଈଶ୍ୱର ହ୍ରାସ କରି ଦେଇଛନ୍ତି। ତା’ ନ ହୋଇଥିଲେ, ଆଉ କେହି ବଞ୍ଚି ରହନ୍ତା ନାହିଁ। କିନ୍ତୁ ତାଙ୍କ ମନୋନୀତ ଲୋକମାନଙ୍କୁ ବଞ୍ଚାଇବା ପାଇଁ ଈଶ୍ୱର ସେହି ସମୟକୁ କମ୍ କରି ଦେଇଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଆଉ, ସେହି ସମୟ ଯେବେ ଊଣା କରାଯାଇ ନ ଥାଆନ୍ତା, ତେବେ କୌଣସି ମନୁଷ୍ୟ ପରିତ୍ରାଣ ପାଆନ୍ତା ନାହିଁ, ମାତ୍ର ମନୋନୀତ ଲୋକଙ୍କ ସକାଶେ ସେହି ସମୟ ଊଣା କରାଯିବ। Viz kapitolaପବିତ୍ର ବାଇବଲ22 “ପରମେଶ୍ୱର ଏହି ବିପଦପୂର୍ଣ୍ଣ ସମୟକୁ କମେଇ ଦେବାକୁ ସ୍ଥିର କରିଛନ୍ତି, ନ ହେଲେ କେହି ବଞ୍ଚି ରହି ପାରିବେ ନାହିଁ। କିନ୍ତୁ ପରମେଶ୍ୱର ଯେଉଁମାନଙ୍କୁ ବାଛିଛନ୍ତି, କେବଳ ସେହିମାନଙ୍କ ପାଇଁ ସେହି ସମୟକୁ କମେଇ ଦେଇଛନ୍ତି। Viz kapitola |