ମାଥିଉ 24:23 - ଓଡିଆ ବାଇବେଲ23 ସେତେବେଳେ 'ଦେଖ, ଖ୍ରୀଷ୍ଟ ଏଠାରେ' କିବା 'ସେଠାରେ', କେହି ଯେବେ ତୁମ୍ଭମାନଙ୍କୁ ଏପରି କହିବ, ତେବେ ତାହା ବିଶ୍ୱାସ କର ନାହିଁ । Viz kapitolaପବିତ୍ର ବାଇବଲ (Re-edited) - (BSI)23 ସେତେବେଳେ ‘ଦେଖ, ଖ୍ରୀଷ୍ଟ ଏଠାରେʼ କିବା ‘ସେଠାରେʼ, କେହି ଯେବେ ତୁମ୍ଭମାନଙ୍କୁ ଏପରି କହିବ, ତେବେ ତାହା ବିଶ୍ଵାସ କର ନାହିଁ। Viz kapitolaପବିତ୍ର ବାଇବଲ (CL) NT (BSI)23 “ସେତେବେଳେ ଯଦି କେହି ତୁମ୍ଭମାନଙ୍କୁ କହେ, ‘ଏଠାରେ ମସୀହ ଅଛନ୍ତି ବା ସେଠାରେ ସେ ଅଛନ୍ତି,’ ତାକୁ ବିଶ୍ୱାସ କରିବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ସେତେବେଳେ ‘ଦେଖ, ଖ୍ରୀଷ୍ଟ ଏଠାରେ’ କିମ୍ବା ‘ସେଠାରେ’, କେହି ଯେବେ ତୁମ୍ଭମାନଙ୍କୁ ଏପରି କହିବ, ତେବେ ତାହା ବିଶ୍ୱାସ କର ନାହିଁ। Viz kapitolaପବିତ୍ର ବାଇବଲ23 “ସେହି ସମୟରେ କେତେକ ଲୋକ ତୁମ୍ଭକୁ କହିପାରନ୍ତି ‘ଦେଖ, ଖ୍ରୀଷ୍ଟ ଏଠାରେ ଅଛନ୍ତି’ କି ‘ଖ୍ରୀଷ୍ଟ ସେଠାରେ ଅଛନ୍ତି।’ କିନ୍ତୁ ସେମାନଙ୍କୁ ବିଶ୍ୱାସ କରିବ ନାହିଁ। Viz kapitola |