ମାଥିଉ 24:26 - ଓଡିଆ ବାଇବେଲ26 ଅତଏବ, 'ଦେଖ, ସେ ପ୍ରାନ୍ତରରେ ଅଛନ୍ତି', ଲୋକେ ଯଦି ତୁମ୍ଭମାନଙ୍କୁ ଏହି କଥା କହିବେ, ତେବେ ବାହାରିଯାଅ ନାହିଁ; 'ଦେଖ, ସେ ଗୁପ୍ତ କୋଠରୀରେ ଅଛନ୍ତି', ଯଦି ଏହା କହିବେ, ତେବେ ତାହା ବିଶ୍ୱାସ କର ନାହିଁ । Viz kapitolaପବିତ୍ର ବାଇବଲ (Re-edited) - (BSI)26 ଅତଏବ, ‘ଦେଖ, ସେ ପ୍ରାନ୍ତରରେ ଅଛନ୍ତିʼ, ଲୋକେ ଯଦି ତୁମ୍ଭମାନଙ୍କୁ ଏହି କଥା କହିବେ, ତେବେ ବାହାରିଯାଅ ନାହିଁ; ‘ଦେଖ, ସେ ଗୁପ୍ତ କୋଠରିରେ ଅଛନ୍ତିʼ, ଯଦି ଏହା କହିବେ, ତେବେ ତାହା ବିଶ୍ଵାସ କର ନାହିଁ। Viz kapitolaପବିତ୍ର ବାଇବଲ (CL) NT (BSI)26 “‘ଦେଖ, ସେ ମରୁଅଞ୍ଚଳରେ ଅଛନ୍ତି’ ବୋଲି ଯଦି ଲୋକେ କହିବେ, ସେଠିକି ଯାଅ ନାହିଁ। କିମ୍ବା ଯଦି ସେମାନେ କହିବେ, ‘ଦେଖ, ଏଠାରେ ସେ ଲୁଚିଛନ୍ତି’ - ସେମାନଙ୍କୁ ବିଶ୍ୱାସ କର ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଅତଏବ, ‘ଦେଖ, ସେ ପ୍ରାନ୍ତରରେ ଅଛନ୍ତି,’ ଲୋକେ ଯଦି ତୁମ୍ଭମାନଙ୍କୁ ଏହି କଥା କହିବେ, ତେବେ ବାହାରିଯାଅ ନାହିଁ; ‘ଦେଖ, ସେ ଗୁପ୍ତ କୋଠରୀରେ ଅଛନ୍ତି,’ ଯଦି ଏହା କହିବେ, ତେବେ ତାହା ବିଶ୍ୱାସ କର ନାହିଁ। Viz kapitolaପବିତ୍ର ବାଇବଲ26 “କିଛି ଲୋକେ ତୁମ୍ଭକୁ କହି ପାରନ୍ତି: ‘ଦେଖ, ଖ୍ରୀଷ୍ଟ ଜନବିହୀନ ମରୁଭୂମି ଅଞ୍ଚଳରେ ଅଛନ୍ତି!’ କିନ୍ତୁ ତୁମ୍ଭେ ଖ୍ରୀଷ୍ଟଙ୍କୁ ଖୋଜିବା ପାଇଁ ଜନବିହୀନ ମରୁଭୂମି ଅଞ୍ଚଳକୁ ଯିବ ନାହିଁ। ବା ସେମାନେ ତୁମ୍ଭକୁ କହି ପାରନ୍ତି: ‘ଖ୍ରୀଷ୍ଟ ସେହି କୋଠରୀରେ ଅଛନ୍ତି।’ କିନ୍ତୁ ତୁମ୍ଭେ ସେମାନଙ୍କୁ ବିଶ୍ୱାସ କରିବ ନାହିଁ। Viz kapitola |