ମାଥିଉ 24:29 - ଓଡିଆ ବାଇବେଲ29 ମାତ୍ର ସେହି ସମୟର କଷ୍ଟ ପରେ ହଠାତ୍ ସୂର୍ଯ୍ୟ ଅନ୍ଧକାରମୟ ହେବ ଓ ଚନ୍ଦ୍ର ଆଲୋକ ଦେବ ନାହିଁ, ପୁଣି, ନକ୍ଷତ୍ରମାଳା ଆକାଶରୁ ପଡ଼ିବେ ଓ ଆକାଶମଣ୍ଡଳର ଶକ୍ତିସମୂହ ବିଚଳିତ ହେବେ । Viz kapitolaପବିତ୍ର ବାଇବଲ (Re-edited) - (BSI)29 ମାତ୍ର ସେହି ସମୟର କ୍ଳେଶ ଉତ୍ତାରେ ଅକସ୍ମାତ୍ ସୂର୍ଯ୍ୟ ଅନ୍ଧକାରମୟ ହେବ ଓ ଚନ୍ଦ୍ର ଆଲୋକ ଦେବ ନାହିଁ, ପୁଣି ନକ୍ଷତ୍ରମାଳା ଆକାଶରୁ ସ୍ଖଳିତ ହେବେ ଓ ଆକାଶ-ମଣ୍ତଳର ଶକ୍ତିସମୂହ ବିଚଳିତ ହେବେ। Viz kapitolaପବିତ୍ର ବାଇବଲ (CL) NT (BSI)29 “ସେହି ଦୁଃଖଭୋଗର ସମୟ ଶେଷ ହେବାବେଳକୁ ସୂର୍ଯ୍ୟ ମ୍ଲାନ ହୋଇ ପଡ଼ିବ, ଚନ୍ଦ୍ର ଆଉ ଆଲୋକ ବିକିରଣ କରିବ ନାହିଁ, ନକ୍ଷତ୍ରମାନେ ଆକାଶରୁ ଖସିପଡ଼ିବେ ଏବଂ ମହାଶୂନ୍ୟର ଜ୍ୟୋତିପୁଞ୍ଜ ଦିଗହରା ହେବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 “ମାତ୍ର ସେହି ସମୟର କଷ୍ଟ ପରେ ‘ହଠାତ୍ ସୂର୍ଯ୍ୟ ଅନ୍ଧକାରମୟ ହେବ ଓ ଚନ୍ଦ୍ର ଆଲୋକ ଦେବ ନାହିଁ, ପୁଣି, ନକ୍ଷତ୍ରମାଳା ଆକାଶରୁ ପଡ଼ିବେ ଓ ଆକାଶମଣ୍ଡଳର ଶକ୍ତିସମୂହ ବିଚଳିତ ହେବେ।’ Viz kapitolaପବିତ୍ର ବାଇବଲ29 “ସେହି ଦିନଗୁଡ଼ିକର ବିପଦ ପଡ଼ିବା ପରେ ପରେ ଏହି ଘଟଣାମାନ ଘଟିବ: ‘ସୂର୍ଯ୍ୟ ଅନ୍ଧକାରମୟ ହେବ, ଚନ୍ଦ୍ର ଆଲୋକ ଦେବ ନାହିଁ। ତାରାମାନେ ଆକାଶରୁ ଖସି ପଡ଼ିବେ, ଆକାଶର ସମସ୍ତ ଶକ୍ତିଗୁଡ଼ିକ ପରିବର୍ତ୍ତିତ ହୋଇଯିବେ।’ Viz kapitola |