ମାଥିଉ 24:31 - ଓଡିଆ ବାଇବେଲ31 ଆଉ, ସେ ମହାତୂରୀଧ୍ୱନି ସହିତ ଆପଣା ଦୂତମାନଙ୍କୁ ପଠାଇବେ ଏବଂ ସେମାନେ ଆକାଶର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ଚତୁର୍ଦ୍ଦିଗରୁ ତାହାଙ୍କର ମନୋନୀତ ଲୋକମାନଙ୍କୁ ଏକତ୍ର କରିବେ । Viz kapitolaପବିତ୍ର ବାଇବଲ (Re-edited) - (BSI)31 ଆଉ, ସେ ମହାତୂରୀଧ୍ଵନି ସହିତ ଆପଣା ଦୂତମାନଙ୍କୁ ପ୍ରେରଣ କରିବେ ଏବଂ ସେମାନେ ଆକାଶର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ଚତୁର୍ଦ୍ଦିଗରୁ ତାହାଙ୍କର ମନୋନୀତ ଲୋକମାନଙ୍କୁ ଏକତ୍ର କରିବେ। Viz kapitolaପବିତ୍ର ବାଇବଲ (CL) NT (BSI)31 ତୂରୀନାଦ ହେବ ଓ ପୃଥିବୀରେ ଗୋଟିଏ ପ୍ରାନ୍ତରୁ ଅନ୍ୟ ପ୍ରାନ୍ତଯାଏ ତାଙ୍କର ମନୋନୀତ ଲୋକମାନଙ୍କୁ ସଂଗ୍ରହ କରି ଆଣିବା ପାଇଁ ମନୁଷ୍ୟପୁତ୍ର ତାଙ୍କ ଦୂତମାନଙ୍କୁ ପଠାଇବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ଆଉ, ସେ ମହାତୂରୀଧ୍ୱନୀ ସହିତ ଆପଣା ଦୂତମାନଙ୍କୁ ପଠାଇବେ ଏବଂ ସେମାନେ ଆକାଶର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ଚତୁର୍ଦ୍ଦିଗରୁ ତାହାଙ୍କର ମନୋନୀତ ଲୋକମାନଙ୍କୁ ଏକତ୍ର କରିବେ।” Viz kapitolaପବିତ୍ର ବାଇବଲ31 ନିଜର ସ୍ୱର୍ଗଦୂତମାନଙ୍କୁ ପୃଥିବୀରେ ସର୍ବତ୍ର ପଠାଇବା ପାଇଁ ମନୁଷ୍ୟପୁତ୍ର ମହା ତୂରୀ ଧ୍ୱନି ସହିତ ଆସିବେ। ସେହି ସ୍ୱର୍ଗଦୂତମାନେ ମର୍ତ୍ତ୍ୟର ଗୋଟିଏ ଭାଗରୁ ଆଉ ଗୋଟିଏ ଭାଗ ପର୍ଯ୍ୟନ୍ତ ବୁଲି, ଗ୍ଭରିଆଡ଼ୁ ତାହାଙ୍କର ମନୋନୀତ ଲୋକଙ୍କୁ ଏକାଠି କରିବେ। Viz kapitola |