ମାଥିଉ 24:32 - ଓଡିଆ ବାଇବେଲ32 ଡିମ୍ବିରି ଗଛରୁ ଦୃଷ୍ଟାନ୍ତ ଶିକ୍ଷା କର; ଯେତେବେଳେ ତାହାର ଶାଖା କୋମଳ ହୋଇ ପଲ୍ଲବିତ ହୁଏ, ସେତେବେଳେ ଗ୍ରୀଷ୍ମକାଳ ସନ୍ନିକଟ ବୋଲି ତୁମ୍ଭେମାନେ ଜାଣିଥାଅ; Viz kapitolaପବିତ୍ର ବାଇବଲ (Re-edited) - (BSI)32 ଡିମିରି ବୃକ୍ଷରୁ ଦୃଷ୍ଟାନ୍ତ ଶିକ୍ଷା କର; ଯେତେବେଳେ ତାହାର ଶାଖା ସରସ ହୋଇ ପଲ୍ଲବିତ ହୁଏ, ସେତେବେଳେ ଗ୍ରୀଷ୍ମକାଳ ସନ୍ନିକଟ ବୋଲି ତୁମ୍ଭେମାନେ ଜାଣିଥାଅ; Viz kapitolaପବିତ୍ର ବାଇବଲ (CL) NT (BSI)32 “ଡ଼ିମିରି ଗଛଠାରୁ ଶିକ୍ଷା ଗ୍ରହଣ କର। ଯେତେବେଳେ ତା’ର ସବୁଜ କୋମଳ ଶାଖା ପ୍ରଶାଖାରୁ ନୂଆ ପତ୍ର କଅଁଳେ, ଗ୍ରୀଷ୍ମଋତୁ ଆସନ୍ନ ବୋଲି ତୁମ୍ଭେମାନେ ଜାଣି ପାରୁଛ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 “ଡିମ୍ବିରିବୃକ୍ଷରୁ ଦୃଷ୍ଟାନ୍ତ ଶିକ୍ଷା କର; ଯେତେବେଳେ ତାହାର ଶାଖା କୋମଳ ହୋଇ ପଲ୍ଲବିତ ହୁଏ, ସେତେବେଳେ ଗ୍ରୀଷ୍ମକାଳ ସନ୍ନିକଟ ବୋଲି ତୁମ୍ଭେମାନେ ଜାଣିଥାଅ; Viz kapitolaପବିତ୍ର ବାଇବଲ32 “ଡିମିରିଗଛରୁ ଗୋଟିଏ ଶିକ୍ଷା ଲାଭ କର। ଯେତେବେଳେ ଡିମିରିଗଛର ଡାଳଗୁଡ଼ିକ ଶାଗୁଆ ଓ ନରମ ହୁଏ, ସେତେବେଳେ ତୁମ୍ଭେ ଜାଣ ଯେ, ଖରାଦିନ ଶୀଘ୍ର ଆସିଯିବ। Viz kapitola |