ମାଥିଉ 24:33 - ଓଡିଆ ବାଇବେଲ33 ସେହିପରି ତୁମ୍ଭେମାନେ ମଧ୍ୟ ଏହି ସମସ୍ତ ଦେଖିଲେ ସେ ଦ୍ୱାରର ସନ୍ନିକଟ, ଏହା ଜାଣ । Viz kapitolaପବିତ୍ର ବାଇବଲ (Re-edited) - (BSI)33 ସେହିପରି ତୁମ୍ଭେମାନେ ମଧ୍ୟ ଏହିସମସ୍ତ ଦେଖିଲେ ସେ ଦ୍ଵାରର ସନ୍ନିକଟ, ଏହା ଜାଣ। Viz kapitolaପବିତ୍ର ବାଇବଲ (CL) NT (BSI)33 ଠିକ୍ ସେହିପରି ଏହିସବୁ ଘଟଣା ଦେଖିଲେ, ଅନ୍ତିମ କାଳର ଆରମ୍ଭ ହେଲା ବୋଲି ତୁମ୍ଭେମାନେ ଜାଣିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ସେହିପରି ତୁମ୍ଭେମାନେ ମଧ୍ୟ ଏହି ସମସ୍ତ ଦେଖିଲେ ସେ ଦ୍ୱାରର ସନ୍ନିକଟ, ଏହା ଜାଣ। Viz kapitolaପବିତ୍ର ବାଇବଲ33 ଠିକ୍ ସେହିଭଳି ମୁଁ କହିଥିବା କଥାଗୁଡ଼ିକ ଯେତେବେଳେ ଘଟିବାର ତୁମ୍ଭେ ଦେଖିବ, ତୁମ୍ଭେ ଜାଣିବ ଯେ ଖ୍ରୀଷ୍ଟଙ୍କ ଆସିବା ସମୟ ନିକଟ ହେଲାଣି। Viz kapitola |