ମାଥିଉ 24:34 - ଓଡିଆ ବାଇବେଲ34 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ସମସ୍ତ ନ ଘଟିବା ପର୍ଯ୍ୟନ୍ତ ଏହି ବର୍ତ୍ତମାନ ପୁରୁଷ କୌଣସି ପ୍ରକାରେ ଲୋପ ପାଇବ ନାହିଁ । Viz kapitolaପବିତ୍ର ବାଇବଲ (Re-edited) - (BSI)34 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏସମସ୍ତ ନ ଘଟିବା ପର୍ଯ୍ୟନ୍ତ ଏହି ବର୍ତ୍ତମାନ ପୁରୁଷ କୌଣସି ପ୍ରକାରେ ଲୋପ ପାଇବ ନାହିଁ। Viz kapitolaପବିତ୍ର ବାଇବଲ (CL) NT (BSI)34 “ମନେରଖ, ବର୍ତ୍ତମାନ ଜୀବିତ ଥିବା ଲୋକମାନଙ୍କ ମଧ୍ୟରୁ ସମସ୍ତେ ମୃତ୍ୟୁଭୋଗ କରିବା ପୂର୍ବରୁ ଏହି ସମସ୍ତ ବିଷୟ ଘଟିଯିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ସମସ୍ତ ନ ଘଟିବା ପର୍ଯ୍ୟନ୍ତ ଏହି ବର୍ତ୍ତମାନ ପୁରୁଷ କୌଣସି ପ୍ରକାରେ ଲୋପ ପାଇବ ନାହିଁ। Viz kapitolaପବିତ୍ର ବାଇବଲ34 ମୁଁ ତୁମ୍ଭକୁ ସତ୍ୟ କହୁଛି। ବର୍ତ୍ତମାନର ଲୋକେ ବଞ୍ଚିଥିବା ସମୟରେ ହିଁ ଏସବୁ ଘଟଣା ଘଟିବ। Viz kapitola |