Online Bible

- Reklamy -




ମାଥିଉ 24:43 - ଓଡିଆ ବାଇବେଲ

43 କିନ୍ତୁ ଏହା ଜାଣିଥାଅ, କେଉଁ ପ୍ରହରରେ ଚୋର ଆସିବ, ଏହା ଗୃହକର୍ତ୍ତା ଯେବେ ଜାଣନ୍ତେ, ତାହାହେଲେ ସେ ଜାଗ୍ରତ ଥାଇ ଆପଣା ଗୃହରେ ପ୍ରବେଶ କରିବାକୁ ଦିଅନ୍ତେ ନାହିଁ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

43 କିନ୍ତୁ ଏହା ଜାଣିଥାଅ, କେଉଁ ପହରରେ ଚୋର ଆସିବ, ଏହା ଗୃହକର୍ତ୍ତା ଯେବେ ଜାଣନ୍ତେ, ତାହାହେଲେ ସେ ଜାଗ୍ରତ ଥାଇ ଆପଣା ଗୃହରେ ସିନ୍ଧି କାଟିବାକୁ ଦିଅନ୍ତେ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

43 କେବେ ଚୋର ପଶିବ ଜାଣିଥିଲେ, ଗୃହକର୍ତ୍ତା ଜାଗ୍ରତ ରହି ଚୋରକୁ ଘରେ ପୂରାଇବେ ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

43 କିନ୍ତୁ ଏହା ଜାଣିଥାଅ, କେଉଁ ପ୍ରହରରେ ଚୋର ଆସିବ, ଏହା ଗୃହକର୍ତ୍ତା ଯଦି ଜାଣନ୍ତେ, ତାହାହେଲେ ସେ ଜାଗ୍ରତ ଥାଇ ଆପଣା ଗୃହରେ ପ୍ରବେଶ କରିବାକୁ ଦିଅନ୍ତେ ନାହିଁ।

Viz kapitola kopírovat

ପବିତ୍ର ବାଇବଲ

43 ମନେରଖ, ଯଦି ଘରମାଲିକ ଜାଣିଥା’ନ୍ତା ଯେ ଗ୍ଭେର କେତେବେଳେ ଆସିବ, ତେବେ ସେ ସତର୍କ ରହନ୍ତେ ଓ ଗ୍ଭେରକୁ ଘରେ ପଶିବାକୁ ଦିଅନ୍ତେ ନାହିଁ।

Viz kapitola kopírovat




ମାଥିଉ 24:43

Následuj nás:

Reklamy


Reklamy