ମାଥିଉ 24:45 - ଓଡିଆ ବାଇବେଲ45 ତେବେ ପ୍ରଭୁ ଆପଣା ପରିଜନମାନଙ୍କୁ ଯଥା ସମୟରେ ପ୍ରାପ୍ୟ ଦେବା ନିମନ୍ତେ ଯାହାକୁ ସେମାନଙ୍କ ଉପରେ ନିଯୁକ୍ତ କଲେ, ଏପରି ବିଶ୍ୱସ୍ତ ଓ ବୁଦ୍ଧିମାନ ଦାସ କିଏ ? Viz kapitolaପବିତ୍ର ବାଇବଲ (Re-edited) - (BSI)45 ତେବେ ପ୍ରଭୁ ଆପଣା ପରିଜନମାନଙ୍କୁ ଯଥା ସମୟରେ ପଡ଼ି ଦେବା ନିମନ୍ତେ ଯାହାକୁ ସେମାନଙ୍କ ଉପରେ ନିଯୁକ୍ତ କଲେ, ଏପରି ବିଶ୍ଵସ୍ତ ଓ ବୁଦ୍ଧିମାନ ଦାସ କିଏ? Viz kapitolaପବିତ୍ର ବାଇବଲ (CL) NT (BSI)45 “କିଏ ତାହାହେଲେ ବିଶ୍ୱସ୍ତ ଓ ବୁଦ୍ଧିମାନ ଭୃତ୍ୟ? ଯାହା ଉପରେ ମାଲିକ ଅନ୍ୟ ଭୃତ୍ୟମାନଙ୍କୁ ଠିକ୍ ସମୟରେ ଖାଦ୍ୟ ଦେବା ଭାର ନ୍ୟସ୍ତ କରିଥାନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT45 “ତେବେ ପ୍ରଭୁ ଆପଣା ପରିଜନମାନଙ୍କୁ ଯଥା ସମୟରେ ପ୍ରାପ୍ୟ ଦେବା ନିମନ୍ତେ ଯାହାକୁ ସେମାନଙ୍କ ଉପରେ ନିଯୁକ୍ତ କଲେ, ଏପରି ବିଶ୍ୱସ୍ତ ଓ ବୁଦ୍ଧିମାନ ଦାସ କିଏ? Viz kapitolaପବିତ୍ର ବାଇବଲ45 “କିଏ ବିଶ୍ୱାସ ଯୋଗ୍ୟ ଓ ବିଜ୍ଞ ଗ୍ଭକର? ଯିଏ ଅନ୍ୟ ଗ୍ଭକରମାନଙ୍କୁ ଠିକ୍ ସମୟରେ ସେମାନଙ୍କର ଖାଦ୍ୟ ଦେବ, ମାଲିକ ସେହିଭଳି ଗ୍ଭକରକୁ ବିଶ୍ୱାସ କରିଥା’ନ୍ତି। କିଏ ସେ ଗ୍ଭକର, ସେହି କାମ କରିବା ପାଇଁ, ସେ କେଉଁ ଗ୍ଭକରକୁ ବିଶ୍ୱାସ କରିବେ? Viz kapitola |