ମାଥିଉ 24:5 - ଓଡିଆ ବାଇବେଲ5 କାରଣ ଅନେକେ ମୋ ନାମରେ ଆସି ମୁଁ ଖ୍ରୀଷ୍ଟ ବୋଲି କହି ଅନେକଙ୍କୁ ଭ୍ରାନ୍ତ କରିବେ । Viz kapitolaପବିତ୍ର ବାଇବଲ (Re-edited) - (BSI)5 କାରଣ ଅନେକେ ମୋʼ ନାମରେ ଆସି ମୁଁ ଖ୍ରୀଷ୍ଟ ବୋଲି କହି ଅନେକଙ୍କୁ ଭ୍ରାନ୍ତ କରିବେ। Viz kapitolaପବିତ୍ର ବାଇବଲ (CL) NT (BSI)5 ମୋ’ ନାମ ନେଇ ଅନେକ ଆସି କହିବେ, ‘ମୁଁ ପରା ମସୀହ’। ଏହା କହି ସେମାନେ ଅନେକଙ୍କୁ ଭଣ୍ଡାଇବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 କାରଣ ଅନେକେ ମୋ ନାମରେ ଆସି ମୁଁ ଖ୍ରୀଷ୍ଟ ବୋଲି କହି ଅନେକଙ୍କୁ ଭ୍ରାନ୍ତ କରିବେ। Viz kapitolaପବିତ୍ର ବାଇବଲ5 ମୁଁ ତୁମ୍ଭମାନଙ୍କୁ ଏ କଥା ଏଥିପାଇଁ କହୁଛି ଯେ, ଅନେକ ଲୋକ ମୋ’ ନାମରେ ଆସିବେ ଓ କହିବେ ‘ମୁଁ ନିଜେ ଖ୍ରୀଷ୍ଟ,’ ଓ ସେମାନେ ଅନେକ ଲୋକଙ୍କୁ ପଥଭ୍ରଷ୍ଟ କରିବେ। Viz kapitola |