ମାଥିଉ 24:6 - ଓଡିଆ ବାଇବେଲ6 ଆଉ, ତୁମ୍ଭେମାନେ ଯୁଦ୍ଧର ବିଷୟ ଓ ସଂଗ୍ରାମର ଜନରବ ଶୁଣିବ; ସାବଧାନ, ବ୍ୟାକୁଳ ହୁଅ ନାହିଁ । କାରଣ ଏହି ସମସ୍ତ ଅବଶ୍ୟ ଘଟିବ, କିନ୍ତୁ ସେହି କାଳ ଯୁଗାନ୍ତ ନୁହେଁ । Viz kapitolaପବିତ୍ର ବାଇବଲ (Re-edited) - (BSI)6 ଆଉ, ତୁମ୍ଭେମାନେ ଯୁଦ୍ଧର ବିଷୟ ଓ ସଂଗ୍ରାମର ଜନରବ ଶୁଣିବ; ସାବଧାନ, ବ୍ୟାକୁଳ ହୁଅ ନାହିଁ। କାରଣ ଏହିସମସ୍ତ ଅବଶ୍ୟ ଘଟିବ, କିନ୍ତୁ ସେହି କାଳ ଯୁଗା; ନୁହେଁ। Viz kapitolaପବିତ୍ର ବାଇବଲ (CL) NT (BSI)6 ତୁମ୍ଭେମାନେ ନିକଟରେ ଲାଗିଥିବା ଯୁଦ୍ଧର କୋଳାହଳ ଶୁଣବ ଓ ଦୂରରେ ଚାଲିଥିବା ଯୁଦ୍ଧର ସମ୍ବାଦ ପାଇବ। କିନ୍ତୁ ଆତଙ୍କିତ ହୁଅ ନାହିଁ। ଏପରି ସବୁ ନିଶ୍ଚୟ ଘଟିବ। କିନ୍ତୁ, ଏହାର ଅର୍ଥ ନୁହେଁ ଯେ ଯୁଗାନ୍ତ କାଳ ଉପସ୍ଥିତ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଆଉ, ତୁମ୍ଭେମାନେ ଯୁଦ୍ଧର ବିଷୟ ଓ ସଂଗ୍ରାମର ଜନରବ ଶୁଣିବ; ସାବଧାନ, ବ୍ୟାକୁଳ ହୁଅ ନାହିଁ। କାରଣ ଏହି ସମସ୍ତ ଅବଶ୍ୟ ଘଟିବ, କିନ୍ତୁ ସେହି କାଳ ଯୁଗାନ୍ତ ନୁହେଁ। Viz kapitolaପବିତ୍ର ବାଇବଲ6 ତୁମ୍ଭେମାନେ ଯୁଦ୍ଧ ବିଷୟରେ ଓ ଯୁଦ୍ଧର ଗୁଜବ ବିଷୟରେ ଶୁଣିବ। କିନ୍ତୁ ଦେଖ! ଭୟ କରିବ ନାହିଁ। ଅନ୍ତକାଳ ଆସିବା ପୂର୍ବରୁ ଏସବୁ ଘଟଣା ନିଶ୍ଚୟ ଘଟିବ। Viz kapitola |