Online Bible

- Reklamy -




ମାଥିଉ 25:1 - ଓଡିଆ ବାଇବେଲ

1 ସେତେବେଳେ ସ୍ୱର୍ଗରାଜ୍ୟ ଦଶ ଜଣ କନ୍ୟାଙ୍କ ଭଳି ହେବ; ସେମାନେ ଆପଣା ଆପଣା ପ୍ରଦୀପ ନେଇ ବରଙ୍କ ସହିତ ଭେଟିବାକୁ ବାହାରିଲେ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

1 ସେତେବେଳେ ସ୍ଵର୍ଗରାଜ୍ୟ ଦଶ ଜଣ କନ୍ୟାଙ୍କ ସଦୃଶ ହେବ; ସେମାନେ ଆପଣା ଆପଣା ପ୍ରଦୀପ ଘେନି ବରଙ୍କ ସହିତ ସାକ୍ଷାତ କରିବାକୁ ବାହାରିଲେ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

1 “ସେହି ସମୟରେ ସ୍ୱର୍ଗରାଜ୍ୟର ଆଗମନ ଏହିପରି ହେବ। “ଦଶଜଣ କୁମାରୀ ପ୍ରତ୍ୟେକ ଗୋଟିଏ ଗୋଟିଏ ଦୀପ ନେଇ ବରକୁ ପାଛୋଟି ଆଣିବାକୁ ଯାଇଥିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 “ସେତେବେଳେ ସ୍ୱର୍ଗରାଜ୍ୟ ଦଶ ଜଣ କନ୍ୟାଙ୍କ ଭଳି ହେବ; ସେମାନେ ଆପଣା ଆପଣା ପ୍ରଦୀପ ନେଇ ବରଙ୍କ ସହିତ ଭେଟିବାକୁ ବାହାରିଲେ।

Viz kapitola kopírovat

ପବିତ୍ର ବାଇବଲ

1 “ସେ ସମୟରେ ସ୍ୱର୍ଗରାଜ୍ୟ, ବର ଖୋଜିବାକୁ ବାହାରିଥିବା ଦଶ ଜଣ କୁମାରୀ ଝିଅଙ୍କ ଭଳି ହେବ। ଏହି ଝିଅମାନେ ବର ସହିତ ସକ୍ଷାତ କରିବାକୁ ବାହାରିଥିଲେ। ସେମାନେ ତାହାଙ୍କ ସହିତ ଦୀପ ଆଣିଥିଲେ,

Viz kapitola kopírovat




ମାଥିଉ 25:1

Následuj nás:

Reklamy


Reklamy