ମାଥିଉ 25:13 - ଓଡିଆ ବାଇବେଲ13 ଅତଏବ, ଜାଗ୍ରତ ଥାଅ, କାରଣ ତୁମ୍ଭେମାନେ ସେହି ଦିନ କି ସେହି ସମୟ ଜାଣ ନାହିଁ । Viz kapitolaପବିତ୍ର ବାଇବଲ (Re-edited) - (BSI)13 ଅତଏବ, ଜାଗ୍ରତ ଥାଅ, କାରଣ ତୁମ୍ଭେମାନେ ସେହି ଦିନ କି ସେହି ଦଣ୍ତ ଜାଣ ନାହିଁ। Viz kapitolaପବିତ୍ର ବାଇବଲ (CL) NT (BSI)13 କଥାଟି ଶେଷ କରି ଯୀଶୁ କହିଲେ, “ସତର୍କ ରୁହ। ସେହି ଦିନ କିମ୍ବା ଘଣ୍ଟା (ସମୟ) ଆଗରୁ କେହି ଜାଣିପାରିବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଅତଏବ, ଜାଗ୍ରତ ଥାଅ, କାରଣ ତୁମ୍ଭେମାନେ ସେହି ଦିନ କି ସେହି ସମୟ ଜାଣ ନାହିଁ।” Viz kapitolaପବିତ୍ର ବାଇବଲ13 “ତେଣୁ ସଦାବେଳେ ଜାଗ୍ରତ ରୁହ, କାରଣ ମନୁଷ୍ୟପୁତ୍ର କେଉଁଦିନ ଓ କେଉଁ ସମୟରେ ଆସିବେ, ତାହା ତୁମ୍ଭେ ଜାଣି ନାହଁ। Viz kapitola |