Online Bible

- Reklamy -




ମାଥିଉ 25:20 - ଓଡିଆ ବାଇବେଲ

20 ଆଉ, ଯେଉଁ ଜଣକ ପାଞ୍ଚ ତୋଡ଼ା ପାଇଥିଲା, ସେ ଆଉ ପାଞ୍ଚ ତୋଡ଼ା ନେଇ ଆସି କହିଲା, ହେ ପ୍ରଭୁ, ଆପଣ ମୋତେ ପାଞ୍ଚ ତୋଡ଼ା ଦେଇଥିଲେ; ଦେଖନ୍ତୁ, ମୁଁ ଆଉ ପାଞ୍ଚ ତୋଡ଼ା ଲାଭ କରିଛି ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ଆଉ, ଯେଉଁ ଜଣକ ପାଞ୍ଚ ତୋଡ଼ା ପାଇଥିଲା, ସେ ଆଉ ପାଞ୍ଚ ତୋଡ଼ା ଘେନି ଆସି କହିଲା, ହେ ପ୍ରଭୁ, ଆପଣ ମୋତେ ପାଞ୍ଚ ତୋଡ଼ା ଦେଇଥିଲେ; ଦେଖନ୍ତୁ, ମୁଁ ଆଉ ପାଞ୍ଚ ତୋଡ଼ା ଲାଭ କରିଅଛି।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

20 ପାଞ୍ଚ ହଜାର ମୁଦ୍ରା ନେଇଥିବା ଭୃତ୍ୟ ମୁନିବଙ୍କୁ ଆଉ ପାଞ୍ଚ ହଜାର ମୁଦ୍ରା ଦେଇôଥଲେ, ଏହି ଦେଖନ୍ତୁ, ମୁଁ ଆଉ ପାଞ୍ଚ ହଜାର ଲାଭ ପାଇଛି।’

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଆଉ, ଯେଉଁ ଜଣକ ପାଞ୍ଚ ତୋଡ଼ା ପାଇଥିଲା, ସେ ଆଉ ପାଞ୍ଚ ତୋଡ଼ା ନେଇ ଆସି କହିଲା, ହେ ପ୍ରଭୁ, ଆପଣ ମୋତେ ପାଞ୍ଚ ତୋଡ଼ା ଦେଇଥିଲେ; ଦେଖନ୍ତୁ, ମୁଁ ଆଉ ପାଞ୍ଚ ତୋଡ଼ା ଲାଭ କରିଅଛି।

Viz kapitola kopírovat

ପବିତ୍ର ବାଇବଲ

20 ଯେଉଁ ଗ୍ଭକରଟି ପାଞ୍ଚ ତୋଡ଼ା ରୂପାଟଙ୍କା ପାଇଥିଲା, ସେ ମାଲିକ ପାଖକୁ ଆଉ ଅଧିକ ପାଞ୍ଚ ତୋଡ଼ା ଆଣି ଦେଲା, ଗ୍ଭକରଟି କହିଲା ‘ଆପଣ ମୋତେ ପାଞ୍ଚ ତୋଡ଼ା ରୂପାଟଙ୍କା ଦେଇଥିଲେ। ମୁଁ ତା’ ଦ୍ୱାରା ଆଉ ପାଞ୍ଚ ତୋଡ଼ା ରୂପାଟଙ୍କା ରୋଜଗାର କରିଛି।’

Viz kapitola kopírovat




ମାଥିଉ 25:20

Následuj nás:

Reklamy


Reklamy