ମାଥିଉ 25:21 - ଓଡିଆ ବାଇବେଲ21 ତାହାର ପ୍ରଭୁ ତାହାକୁ କହିଲେ, ବେଶ୍ , ଉତ୍ତମ ଓ ବିଶ୍ୱସ୍ତ ଦାସ, ତୁମ୍ଭେ ଅଳ୍ପ ବିଷୟରେ ବିଶ୍ୱସ୍ତ ହେଲ, ମୁଁ ତୁମ୍ଭକୁ ବହୁତ ବିଷୟ ଉପରେ ନିଯୁକ୍ତ କରିବି, ତୁମ୍ଭେ ଆପଣା ପ୍ରଭୁଙ୍କ ଆନନ୍ଦର ସହଭାଗୀ ହୁଅ । Viz kapitolaପବିତ୍ର ବାଇବଲ (Re-edited) - (BSI)21 ତାହାର ପ୍ରଭୁ ତାହାକୁ କହିଲେ, ବେଶ୍, ଉତ୍ତମ ଓ ବିଶ୍ଵସ୍ତ ଦାସ, ତୁମ୍ଭେ ଅଳ୍ପ ବିଷୟରେ ବିଶ୍ଵସ୍ତ ହେଲ, ମୁଁ ତୁମ୍ଭକୁ ବହୁତ ବିଷୟ ଉପରେ ନିଯୁକ୍ତ କରିବି, ତୁମ୍ଭେ ଆପଣା ପ୍ରଭୁଙ୍କ ଆନନ୍ଦର ସହଭାଗୀ ହୁଅ। Viz kapitolaପବିତ୍ର ବାଇବଲ (CL) NT (BSI)21 ମାଲିକ ଖୁସି ହୋଇ କହିଲେ, ‘ଠିକ୍ କରିଛ, ତୁମେ ମୋର ଉପଯୁକ୍ତ ଓ ବିଶ୍ୱସ୍ତ ଦାସ। ତୁମେ ବିଶ୍ୱସ୍ତ ଭାବରେ ଅଳ୍ପ ଧନର କାରବାର କରିପାରିଥିବାରୁ ତୁମ ହାତରେ ବହୁତ ଧନ ଛାଡ଼ି ଦେବି। ଆସ, ମୋ’ ସହିତ ଆନନ୍ଦ କର।’ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ତାହାର ପ୍ରଭୁ ତାହାକୁ କହିଲେ, ବେଶ୍, ଉତ୍ତମ ଓ ବିଶ୍ୱସ୍ତ ଦାସ, ତୁମ୍ଭେ ଅଳ୍ପ ବିଷୟରେ ବିଶ୍ୱସ୍ତ ହେଲ, ମୁଁ ତୁମ୍ଭକୁ ବହୁତ ବିଷୟ ଉପରେ ନିଯୁକ୍ତ କରିବି, ତୁମ୍ଭେ ଆପଣା ପ୍ରଭୁଙ୍କ ଆନନ୍ଦର ସହଭାଗୀ ହୁଅ। Viz kapitolaପବିତ୍ର ବାଇବଲ21 “ମାଲିକ କହିଲେ, ‘ସାବାସ୍, ତୁମ୍ଭେ ବହୁତ ଭଲ, ଓ ବିଶ୍ୱାସଯୋଗ୍ୟ ଲୋକ। ତୁମ୍ଭେ ଅଳ୍ପ ଟଙ୍କାରେ ଭଲ କାମ କରିଛ। ତେଣୁ ମୁଁ ତୁମ୍ଭକୁ ବଡ଼ ବିଷୟର ଦାୟିତ୍ୱ ଦେବି। ଆସ, ମୋ’ ସହିତ ମୋ’ ଖୁସୀରେ ଭାଗୀ ହୁଅ।’ Viz kapitola |