ମାଥିଉ 25:23 - ଓଡିଆ ବାଇବେଲ23 ତାହାର ପ୍ରଭୁ ତାହାକୁ କହିଲେ, ବେଶ୍ , ଉତ୍ତମ ଓ ବିଶ୍ୱସ୍ତ ଦାସ, ତୁମ୍ଭେ ଅଳ୍ପ ବିଷୟରେ ବିଶ୍ୱସ୍ତ ହେଲ, ମୁଁ ତୁମ୍ଭକୁ ବହୁତ ବିଷୟ ଉପରେ ନିଯୁକ୍ତ କରିବି, ତୁମ୍ଭେ ଆପଣା ପ୍ରଭୁଙ୍କ ଆନନ୍ଦର ସହଭାଗୀ ହୁଅ । Viz kapitolaପବିତ୍ର ବାଇବଲ (Re-edited) - (BSI)23 ତାହାର ପ୍ରଭୁ ତାହାକୁ କହିଲେ, ବେଶ୍, ଉତ୍ତମ ଓ ବିଶ୍ଵସ୍ତ ଦାସ, ତୁମ୍ଭେ ଅଳ୍ପ ବିଷୟରେ ବିଶ୍ଵସ୍ତ ହେଲ, ମୁଁ ତୁମ୍ଭକୁ ବହୁତ ବିଷୟ ଉପରେ ନିଯୁକ୍ତ କରିବି, ତୁମ୍ଭେ ଆପଣା ପ୍ରଭୁଙ୍କ ଆନନ୍ଦର ସହଭାଗୀ ହୁଅ। Viz kapitolaପବିତ୍ର ବାଇବଲ (CL) NT (BSI)23 ମାଲିକ କହିଲେ, ‘ବେଶ୍ କରିଛ। ତୁମେ ମଧ୍ୟ ମୋର ଉପଯୁକ୍ତ ଦାସ। ଅଳ୍ପ ଧନରେ ବିଶ୍ୱସ୍ତତା ଦେଖାଇଛ। ବହୁତ ଧନ ମୁଁ ତୁମ ଜିମା କରିଦେବି। ଆସ, ମୋ’ ଆନନ୍ଦରେ ଭାଗୀ ହେବ।’ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ତାହାର ପ୍ରଭୁ ତାହାକୁ କହିଲେ, ବେଶ୍, ଉତ୍ତମ ଓ ବିଶ୍ୱସ୍ତ ଦାସ, ତୁମ୍ଭେ ଅଳ୍ପ ବିଷୟରେ ବିଶ୍ୱସ୍ତ ହେଲ, ମୁଁ ତୁମ୍ଭକୁ ବହୁତ ବିଷୟ ଉପରେ ନିଯୁକ୍ତ କରିବି, ତୁମ୍ଭେ ଆପଣା ପ୍ରଭୁଙ୍କ ଆନନ୍ଦର ସହଭାଗୀ ହୁଅ। Viz kapitolaପବିତ୍ର ବାଇବଲ23 “ମାଲିକ କହିଲେ, ‘ତୁମ୍ଭେ ଠିକ୍ କରିଛ। ତୁମ୍ଭେ ଜଣେ ଭଲ ଗ୍ଭକର। ତୁମ୍ଭ ଉପରେ ବିଶ୍ୱାସ କରାଯାଇପାରେ। ଅଳ୍ପ ଟଙ୍କାରେ ତୁମ୍ଭେ ଭଲ କାମ କରିଛ। ତେଣୁ ମୁଁ ତୁମ୍ଭକୁ ବଡ଼ ବିଷୟର ଦାୟିତ୍ୱ ଦେବି। ଆସ, ମୋ’ ସହିତ ଖୁସୀରେ ଭାଗୀ ହୁଅ।’ Viz kapitola |