ମାଥିଉ 25:24 - ଓଡିଆ ବାଇବେଲ24 ଆଉ, ଯେ ଏକ ତୋଡ଼ା ପାଇଥିଲା, ସେ ମଧ୍ୟ ଆସି କହିଲା, ହେ ପ୍ରଭୁ, ଆପଣ ଯେ ଜଣେ କଠିନ ଲୋକ, ଯେଉଁଠାରେ ବୁଣି ନ ଥାଆନ୍ତି, ସେଠାରେ କାଟନ୍ତି, ଆଉ ଯେଉଁଠାରେ ଶସ୍ୟ ବିଛାଇ ନ ଥାନ୍ତି, ସେଠାରେ ସଂଗ୍ରହ କରନ୍ତି, ଏହା ମୁଁ ଜାଣିଥିଲି । Viz kapitolaପବିତ୍ର ବାଇବଲ (Re-edited) - (BSI)24 ଆଉ, ଯେ ଏକ ତୋଡ଼ା ପାଇଥିଲା, ସେ ମଧ୍ୟ ଆସି କହିଲା, ହେ ପ୍ରଭୁ, ଆପଣ ଯେ ଜଣେ କଠିନ ଲୋକ, ଯେଉଁଠାରେ ବୁଣି ନ ଥାଆନ୍ତି, ସେଠାରେ କାଟନ୍ତି, ଆଉ ଯେଉଁଠାରେ ଶସ୍ୟ ଉଡ଼ାଇ ନ ଥାଆନ୍ତି, ସେଠାରେ ସଂଗ୍ରହ କରନ୍ତି, ଏହା ମୁଁ ଜାଣିଥିଲି। Viz kapitolaପବିତ୍ର ବାଇବଲ (CL) NT (BSI)24 “ଶେଷରେ ଏକ ହଜାର ମୁଦ୍ରା ନେଇଥିବା ଭୃତ୍ୟ ଆସି କହିଲା, ‘ଆଜ୍ଞା, ମୁଁ ଜାଣେ, ଆପଣ ଜଣେ କଠୋର ଲୋକ। ବୁଣି ନ ଥିବା କ୍ଷେତରେ ଆପଣ ଅମଳ କରନ୍ତି। ବିହନ ନ ବୁଣି ଫସଲ ସଂଗ୍ରହ କରନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଆଉ, ଯେ ଏକ ତୋଡ଼ା ପାଇଥିଲା, ସେ ମଧ୍ୟ ଆସି କହିଲା, ହେ ପ୍ରଭୁ, ଆପଣ ଯେ ଜଣେ କଠିନ ଲୋକ, ଯେଉଁଠାରେ ବୁଣି ନ ଥାଆନ୍ତି, ସେଠାରେ କାଟନ୍ତି, ଆଉ ଯେଉଁଠାରେ ଶସ୍ୟ ବିଛାଇ ନ ଥାନ୍ତି, ସେଠାରେ ସଂଗ୍ରହ କରନ୍ତି, ଏହା ମୁଁ ଜାଣିଥିଲି। Viz kapitolaପବିତ୍ର ବାଇବଲ24 “ତା'ପରେ ଗୋଟିଏ ତୋଡ଼ା ଟଙ୍କା ପାଇଥିବା ଲୋକଟି ମାଲିକଙ୍କ ପାଖକୁ ଆସିଲା। ସେ କହିଲା, ‘ମାଲିକ ମୁଁ ଜାଣେ ଯେ ଆପଣ ଜଣେ କଠୋର ବ୍ୟକ୍ତି। ରୋପଣ ନ କରି ମଧ୍ୟ ଆପଣ ଜମିରୁ ଫସଲ କାଟନ୍ତି। ବୀଜ ନ ବୁଣି ମଧ୍ୟ ଶସ୍ୟ ଏକାଠି କରନ୍ତି। Viz kapitola |