ମାଥିଉ 25:30 - ଓଡିଆ ବାଇବେଲ30 ଆଉ, ତୁମ୍ଭେମାନେ ଏହି ଅକର୍ମଣ୍ୟ ଦାସକୁ ବାହାର ଅନ୍ଧକାରରେ ପକାଇଦିଅ, ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ । Viz kapitolaପବିତ୍ର ବାଇବଲ (Re-edited) - (BSI)30 ଆଉ, ତୁମ୍ଭେମାନେ ଏହି ଅକର୍ମଣ୍ୟ ଦାସକୁ ବାହାର ଅନ୍ଧକାରରେ ପକାଇଦିଅ, ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ। Viz kapitolaପବିତ୍ର ବାଇବଲ (CL) NT (BSI)30 ଏହି ଅଯୋଗ୍ୟ ଭୃତ୍ୟକୁ ବାହାର ଅନ୍ଧକାରକୁ ନେଇଯାଅ। ସେଠାରେ ସେ ରୋଦନ କରି ଦାନ୍ତ କଡ଼ମଡ଼ କରୁଥାଉ।’ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ଆଉ, ତୁମ୍ଭେମାନେ ଏହି ଅକର୍ମଣ୍ୟ ଦାସକୁ ବାହାର ଅନ୍ଧକାରରେ ପକାଇଦିଅ, ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ।’” Viz kapitolaପବିତ୍ର ବାଇବଲ30 ତା'ପରେ ମାଲିକ କହିଲେ, ‘ସେ ଅଦରକାରୀ ଗ୍ଭକରକୁ ବାହାରେ ଅନ୍ଧକାରରେ ପକେଇ ଦିଅ। ସେଠାରେ ଲୋକମାନେ କାନ୍ଦିବେ ଏବଂ ଯନ୍ତ୍ରଣାରେ ଦାନ୍ତ କଡ଼ମଡ଼ କରିବେ।’ Viz kapitola |