ମାଥିଉ 25:36 - ଓଡିଆ ବାଇବେଲ36 ଉଲଙ୍ଗ ଥିଲି, ମୋତେ ବସ୍ତ୍ର ପରିଧାନ କରାଇଲ; ଅସୁସ୍ଥ ଥିଲି, ମୋତେ ଦେଖି ଆସିଲ; କାରାଗାରରେ ଥିଲି; ମୋ ନିକଟକୁ ଆସିଲ । Viz kapitolaପବିତ୍ର ବାଇବଲ (Re-edited) - (BSI)36 ଉଲଙ୍ଗ ଥିଲି, ମୋତେ ବସ୍ତ୍ର ପରିଧାନ କରାଇଲ; ପୀଡ଼ିତ ଥିଲି, ମୋତେ ସଂଖୋଳିଲ; କାରାଗାରରେ ଥିଲି, ମୋʼ ନିକଟକୁ ଆସିଲ। Viz kapitolaପବିତ୍ର ବାଇବଲ (CL) NT (BSI)36 ମୁଁ ଉଲଗ୍ନ ଥିଲି, ମୋତେ ବସ୍ତ୍ର ପିନ୍ଧାଇଛ। ମୁଁ ଅସୁସ୍ଥ ଥିଲି, ମୋର ଯତ୍ନ ନେଇଛ। ମୁଁ ବନ୍ଦୀଶାଳାରେ ଥିଲି, ମୋତେ ସଙ୍ଖୁଳିବାକୁ ଆସିଛ।’ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ଉଲଗ୍ନ ଥିଲି, ମୋତେ ବସ୍ତ୍ର ପରିଧାନ କରାଇଲ; ଅସୁସ୍ଥ ଥିଲି, ମୋତେ ଦେଖି ଆସିଲ; କାରାଗାରରେ ଥିଲି; ମୋ ନିକଟକୁ ଆସିଲ। Viz kapitolaପବିତ୍ର ବାଇବଲ36 ମୋର କୌଣସି ଲୁଗାପଟା ନ ଥିଲା, ଏବଂ ତୁମ୍ଭେ ମୋତେ ପିନ୍ଧିବାକୁ ଦେଇଥିଲ। ମୁଁ ଅସୁସ୍ଥ ଥିଲି, ତୁମ୍ଭେ ମୋର ଯତ୍ନ ନେଇଥିଲ, ମୁଁ କାରାଗାରରେ ଥିଲି। ତୁମ୍ଭେ ମୋତେ ଦେଖିବାକୁ ଆସିଥିଲ।’ Viz kapitola |